ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି।
Also Read
ଡାକ୍ତର ମିଶ୍ର କହିଛନ୍ତି ଯେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୯୫ ଜଣଙ୍କର କୋଭିଡ ପରୀକ୍ଷା କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।