ପ୍ରାରମ୍ଭିକ ପର୍ଯ୍ୟାୟରେ କ୍ୟାନସର ରୋଗ ଚିହ୍ନଟ ହେବା ନିହାତି ଆବଶ୍ୟକ, କେବଳ ସଚେତନତା ମାଧ୍ୟମରେ ହିଁ ଏହା ସମ୍ଭବ। ତେଣୁ କ୍ୟାନସର ରୋଗ ପ୍ରତି ଲୋକଙ୍କୁ ସଚେତନ କରାଇବା ପାଇଁ କର୍କଟ ସଚେତନତା ଦିବସ ପାଳନ କରାଯାଉଛି। ପ୍ରତ୍ୟେକ ବର୍ଷ କ୍ୟାନସର ରୋଗୀଙ୍କ ସଂଖ୍ୟା ବଢୁଥିବାବେଳେ ସଚେତନତା ଅଭାବ ସହ ଶୀଘ୍ର ରୋଗ ନିରୂପଣ ନହେବା ହିଁ ପ୍ରମୁଖ ସମସ୍ୟା ହୋଇ ଉଭା ହୋଇଛି । ତେବେ ଏନେଇ ବରିଷ୍ଠ କ୍ୟାନସର ବିଶେଷଜ୍ଞ ତଥା ଏମ୍ସ ଭୁବନେଶ୍ବରର ମେଡିକାଲ ସୁପରିଟେଣ୍ଡାଣ୍ଟ ଡାକ୍ତର ଦିଲ୍ଲୀପ ପରିଡ଼ା କଣ କହିଛନ୍ତ ଶୁଣନ୍ତୁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।
Health
କଞ୍ଚା କ୍ଷୀର ପିଉଛନ୍ତି କି? ରୁହନ୍ତୁ ସାବଧାନ
ଆମେରିକାର ଫୁଡ୍ ଡ୍ରଗ୍ ଆଣ୍ଡ ଆଡମିନିଷ୍ଟ୍ରେସନ (ଏଫ୍ଡିଏ) ସମେତ ଆଉ କିଛି ସଂସ୍ଥା କରିଥିବା ଗବେଷଣାରୁ ଜଣାପଡ଼ିଛି ଯେ କଞ୍ଚା କ୍ଷୀରରେ ପ୍ରୋବାୟୋଟିକ୍ସ ନଥାଏ।
Health
ଓଡ଼ିଶାରେ କାହିଁକି ବିଳମ୍ୱ ହେବ ବରିଷ୍ଠଙ୍କ ପାଇଁ ଆୟୁଷ୍ମାନ ଭାରତ?
ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଆସନ୍ତାକାଲି ଆୟୁଷ୍ମାନ ଭାରତ ପାର୍ଟ-୨ ଲଞ୍ଚ ହେବା ପରେ ଓଡ଼ିଶା ଏହାକୁ କେବଳ ନୀତିଗତ ଭାବେ ଗ୍ରହଣ କରିବ। କିନ୍ତୁ ଚଳିତ ଆର୍ଥିକ ବର୍ଷ ଶେଷ ଆଡକୁ ଯୋଜନା ଲାଗୁ ହୋଇପାରେ। ଏଥିପାଇଁ ସରକାର ପ୍ରସ୍ତୁତି ଚଳାଇଛନ୍ତି।
Health
ମ୍ୟାକଡୋନାଲ୍ଡ ବର୍ଗରରୁ ବ୍ୟାପୁଛି ଇଶ୍ଚେରିଆ କୋଲି, ଜାଣନ୍ତୁ ଲକ୍ଷଣ
୧୩ଟି ରାଜ୍ୟରେ ଅତି କମରେ ୭୫ ଜଣ ସଂକ୍ରମିତ ଚିହ୍ନଟ ହେଲେଣି।
Health
କ୍ୱାଲିଟି ଟେଷ୍ଟ, ଫେଲ୍ ମାରିଲା ଭିଟାମିନ୍ D3 ମସେତ ୪୯ ଔଷଧ
ସାଧାରଣତଃ ଡାକ୍ତରମାନେ ଯେଉଁ ସବୁ ମେଡିସିନକୁ ସମାନ୍ୟ ରୋଗୀ ପାଇଁ ଲେଖିଥାନ୍ତି ସେହି ସବୁ ଔଷଧ ମଧ୍ୟ CDSCO ଗୁଣବତ୍ତା ପରୀକ୍ଷାରେ ଫେଲ୍ ମାରିଛି।