ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ; ଜୀଅନ୍ତା ଜଳିଗଲେ ୨୧

ବେଜିଂସ୍ଥିତ ଚାଙ୍ଗଫେଙ୍ଗ ହସ୍ପିଟାଲରେ ଗତକାଲି ମଧ୍ୟାହ୍ନ ସମୟରେ ନିଆଁ ବାହାରୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ।

Hospital PhotoIndia Today

ନିଆଁ ଲାଗିଥିବା ବେଜିଂସ୍ଥିତ ହସ୍ପିଟାଲ ।

Niharika Rout
  • Published: Wednesday, 19 April 2023
  • Updated: 19 April 2023, 08:12 AM IST

Sports

Latest News

ଚୀନ ରାଜଧାନୀ ବେଜିଂର ଏକ ହସ୍ପିଟାଲରେ ଗତକାଲି ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨୧ ଜଣ ଜୀଅନ୍ତା ଜଳି ଯାଇଥିବା ବେଳେ ୭୧ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି।

ବେଜିଂସ୍ଥିତ ଚାଙ୍ଗଫେଙ୍ଗ ହସ୍ପିଟାଲରେ ଗତକାଲି ମଧ୍ୟାହ୍ନ ସମୟରେ ନିଆଁ ବାହାରୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏହାପରେ ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା। ସେତେବେଳକୁ ନିଆଁ ହୁତୁହୁତୁ ହୋଇ ଜଳୁଥିବା ବେଳେ ପ୍ରାଣ ବିକଳରେ ଲୋକେ ନିଜ ରୋଗୀଙ୍କୁ ଧରି ଚାରିଆଡ଼େ ଦୌଡ଼ିବାକୁ ଲାଗୁଥିଲେ। କିଛି ଲୋକ ପ୍ରାଣ ବିକଳରେ ଉପରୁ ତଳକୁ ଡେଉଁଥିବା ବେଳେ ଆଉ କିଛି ଝରକା ବାହାରେ ଓହଳିଥିଲେ।

ଅଗ୍ନିଶମ କର୍ମଚାରୀ ତୁରନ୍ତ ନିଆଁକୁ ଆୟତ୍ତ କରିବା ସହ ହସ୍ପିଟାଲରେ ଫସିଥିବା ଲୋକଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କରିଥିଲେ। ଅଗ୍ନିକାଣ୍ଡ ଯୋଗୁ ବହୁ ଜଣଙ୍କ ଶରୀର ପୋଡ଼ି ଯାଇଥିଲା। ତୁରନ୍ତ ସମସ୍ତଙ୍କୁ ନିକଟସ୍ଥ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ବେଳେ ଡାକ୍ତର ସେଠାରେ ୨୧ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟମାନଙ୍କ ଚିକିତ୍ସା ଚାଲିଥିବା ବେଳେ ବହୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ତେଣୁ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। 

Also Read

ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଅଗ୍ନିକାଣ୍ଡ ପଛର କାରଣ କ’ଣ ତାହା ସ୍ପଷ୍ଟ ହୋଇନାହିଁ। ଏହା ଏକ ଦୁର୍ଘଟଣା ନା ଏହା ପଛରେ କାହାର ହାତ ଅଛି ତାହାର ତଦନ୍ତ କରୁଛି ପୁଲିସ୍‌ ।

ସେହିପରି ଚୀନ୍‌ର ଜିହୁଁଆ ସହରସ୍ଥିତ ଏକ ଫ୍ୟାକ୍ଟ୍ରିରେ ସୋମବାର ନିଆଁ ଲାଗି ୧୧ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ପୁଲିସ୍‌, ଅଗ୍ନିଶମ କର୍ମଚାରୀ, ଆପାତ୍ତକାଳୀନ ଚିକିତ୍ସା କର୍ମୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ଏହାପରେ ଘଟଣାସ୍ଥଳରୁ ୧୧ ଶବ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story