ଗୋପାଳପୁର ବିଧାୟକ ତଥା ବ୍ରହ୍ମପୁର ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ, ରୋକଠୋକ କଥା କହି ସବୁବେଳେ ଚର୍ଚ୍ଚାରେ ଥାଆନ୍ତି। ପ୍ରଦୀପ କହିଲେ, ଏଥର ନିର୍ବାଚନ ପାଇଁ ଗଦ ରେଡି କରି ରଖିଛନ୍ତି । ଚଳିତ ନିର୍ବାଚନରେ ବିଜେପି ପ୍ରତି ବଢୁଛି ଲୋକଙ୍କ ସମର୍ଥନ। ପ୍ରଦୀପ ସିଧାସଳଖ କହିଛନ୍ତି, ବିଜେଡି ଧ୍ବଂସ ହୋଇଯିବ। ଆମର ସ୍ବତନ୍ତ୍ର ସାକ୍ଷାତକାର କାର୍ଯ୍ୟକ୍ରମରେ ପ୍ରଦୀପ ପାଣିଗ୍ରାହୀ ଦେଲେ ଚାଞ୍ଚଲ୍ୟକର ବୟାନ । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଦୀପ କହିଦେଲେ ନବୀନ ଓ ପାଣ୍ଡିଆନଙ୍କ ଭିତିରି କଥା
କେତେ ପ୍ରତିଶୋଧ ପରାୟଣ ନବୀନ ବାବୁ ? କେମିତି ତାଙ୍କ ପରିବାର ଓ ତାଙ୍କୁ ହଇରାଣ କରିଥିଲେ ?
Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Interview
ଚାରିଆଡ଼େ ଖୋଜିଲେ, କିନ୍ତୁ ନବୀନଙ୍କ ବିକାଶ ପାଇଲେନି
କଥା କଥାରେ ଲତିକାଙ୍କୁ ତେରଚ୍ଛା ବାଣ ମାରିଲେ ମନ୍ତ୍ରୀ ।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’