'ବିଜୁ ବାବୁଙ୍କ ମୁଖ୍ୟମନ୍ତ୍ରୀ ପଦ ପଳାଇଥାନ୍ତା ମୁଁ ବଞ୍ଚେଇଦେଲି'

୧୯୧୬ ମସିହା ମାର୍ଚ୍ଚ ୫ ଅର୍ଥାତ୍ ଆଜିର ଦିନରେ କଟକରେ ଜନ୍ମ ଗ୍ରହଣ କରିଥିଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟାନନ୍ଦ ପଟ୍ଟନାୟକ।

Manoj Swain
  • Published: Tuesday, 05 March 2024
  • Updated: 05 March 2024, 07:07 PM IST

Sports

Latest News

ଆଜି ବିଜୁ ଜୟନ୍ତୀ ତଥା ରାଜ୍ୟ ପଞ୍ଚାୟତିରାଜ ଦିବସ। ୧୯୧୬ ମସିହା ମାର୍ଚ୍ଚ ୫ ଅର୍ଥାତ୍ ଆଜିର ଦିନରେ କଟକରେ ଜନ୍ମ ଗ୍ରହଣ କରିଥିଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟାନନ୍ଦ ପଟ୍ଟନାୟକ। ଆଜି ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ବିଜୁ ବାବୁଙ୍କ ବିଷୟରେ କଣ କହିଛନ୍ତି ଶୁଣନ୍ତୁ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos