୪୦ ବର୍ଷ ଦେଶ ସେବା କରିଛି । ଏବେ ଲୋକଙ୍କ ସେବା କରିବାକୁ ବିଜେପିରେ ଯୋଗଦେଇଛି । ପଦ୍ମ ଧରିବା ପରେ ଏହା କହିଛନ୍ତି ପୂର୍ବତନ ଓଡ଼ିଆ ବାୟୁସେନା ଅଧିକାରୀ ତଥା କାର୍ଗିଲ ଯୁଦ୍ଧ ହିରୋ ଏୟାର ମାର୍ଶଲ ଦିଲୀପ କୁମାର ପଟ୍ଟନାୟକ । ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।