ନବୀନଙ୍କୁ ମାରିବା ପାଇଁ କିଏ କରିଥିଲେ ବଡ଼ ପ୍ଲାନ ? ବବିଙ୍କ ଟାର୍ଗେଟରେ ହିମାଂଶୁ କାହିଁକି ? ବବି ଦାସ କେମିତି ଚଳାଉଥିଲେ ସାମ୍ରାଜ୍ୟ ?
ବିଜେଡି ନେତା ଔଷଧ ନ ଖାଇ ତାଟିଆ କାମୁଡୁଛନ୍ତି କାହିଁକି ? କେଉଁଠି ବବି ପ୍ଲାନ କରୁଛନ୍ତି ହ୍ବାଇଟ୍ ହର୍ସ ଆପାର୍ଟମେଣ୍ଟ କରିବାକୁ ? ଏହି ସାକ୍ଷାତକାରରେ ଏମିତି ଅନେକ ବିଷୟରେ କହିଛନ୍ତି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ପ୍ରଦୀପ କହିଦେଲେ ନବୀନ ଓ ପାଣ୍ଡିଆନଙ୍କ ଭିତିରି କଥା
କେତେ ପ୍ରତିଶୋଧ ପରାୟଣ ନବୀନ ବାବୁ ? କେମିତି ତାଙ୍କ ପରିବାର ଓ ତାଙ୍କୁ ହଇରାଣ କରିଥିଲେ ?

Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

Interview
ଚାରିଆଡ଼େ ଖୋଜିଲେ, କିନ୍ତୁ ନବୀନଙ୍କ ବିକାଶ ପାଇଲେନି
କଥା କଥାରେ ଲତିକାଙ୍କୁ ତେରଚ୍ଛା ବାଣ ମାରିଲେ ମନ୍ତ୍ରୀ ।

Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’