ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ DG ପାହ୍ୟାକୁ ପଦୋନ୍ନତି

ଉଭୟ ହେଉଛନ୍ତି ୧୯୯୨ ବ୍ୟାଚ୍‌ର ଆଇପିଏସ୍ ଅଫିସର।

Lalit Das

ଲଳିତ ଦାସ

Jitendra Garnayak
  • Published: Thursday, 07 March 2024
  • Updated: 07 March 2024, 07:37 PM IST

Sports

Latest News

୧୯୯୨ ବ୍ୟାଚ୍‌ର ଦୁଇ ବରିଷ୍ଠ ଆଇପିଏସ୍‌ ଅଫିସର ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଲଳିତ ଦାସଙ୍କୁ ତାଙ୍କ ପୂର୍ବ ସ୍ଥାନରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଅନ୍ୟପକ୍ଷରେ ଏବେ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି ସପ୍ନା ତିୱାରୀ।

ଲଳିତ ଦାସ ଏବେ ରାଜ୍ୟ ପୁଲିସ୍‌ର ସ୍ୱତନ୍ତ୍ର ଶାଖା ‘ମାନବାଧିକାର ସୁରକ୍ଷା ସେଲ୍‌’ (HRPC) ଦାୟିତ୍ୱରେ ଅଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story