‘ଦାନା’ ଯୋଗୁ OCS ପ୍ରିଲିମ ପରୀକ୍ଷା ସ୍ଥଗିତ ରଖିଲା ଓପିଏସ୍‌ସି

ପରବର୍ତ୍ତୀ ତାରିଖ ନେଇ ୭ ଦିନ ପରେ ବିଜ୍ଞପ୍ତି ପ୍ରକାଶ କରିବ ଓପିଏସ୍‌ସି।

opsc

OPSC କାର୍ଯ୍ୟାଳୟ

Jitendra Garnayak
  • Published: Wednesday, 23 October 2024
  • Updated: 23 October 2024, 04:00 PM IST

ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଆସନ୍ତା ୨୭ ତାରିଖରେ ହେବାକୁ ଓଡ଼ିଶା ସିଭିଲ ସର୍ଭିସେସ (OCS) ପ୍ରିଲିମ ପରୀକ୍ଷା-୨୦୨୩କୁ ସ୍ଥଗିତ ରଖିଛି ଓଡ଼ିଶା ଲୋକ ସେବା ଆୟୋଗ ବା ଓପିଏସ୍‌ସି। ଏନେଇ ଆଜି ନୋଟିସ ଦେଇଛି ଓପିଏସ୍‌ସି।

OCS ପ୍ରିଲିମ ପରୀକ୍ଷା-୨୦୨୩ର ପରବର୍ତ୍ତୀ ତାରିଖ ନେଇ ୭ ଦିନ ପରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଓପିଏସ୍‌ସି ପକ୍ଷରୁ ଜାରି ନୋଟିସରେ ଉଲ୍ଲେଖ କରାଯାଇଛି। ଏହା ସହିତ ପରୀକ୍ଷାର୍ଥୀମାନେ ଏ ସଂପର୍କରେ ଅଧିକ ସୂଚନା ଜାଣିବାକୁ ଚାହୁଁଥିଲେ ଓପିଏସ୍‌ସିର ୱେବସାଇଟ୍ http://opsc.gov.in କୁ ଯାଇପାରିବେ ବୋଲି କୁହାଯାଇଛି।

Also Read

ବାତ୍ୟା ‘ଦାନା’ ଆସନ୍ତାକାଲି ଅର୍ଥାତ୍ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ଓ ଭଦ୍ରକ ଜିଲ୍ଲାର ଧାମରା ମଧ୍ୟରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଭୀଷଣ ବାତ୍ୟାର ରୂପ ନେଇ ‘ଦାନା’ ଲ୍ୟାଣ୍ଡଫଲ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହି ସମୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହିତ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ପର୍ଯ୍ୟନ୍ତ ରହିବ। ବାତ୍ୟା ‘ଦାନା’ ଯୋଗୁ ସବୁଠୁ ଅଧିକ ପ୍ରଭାବିତ ହେବେ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା। ସେହିପରି କଟକ, ଖୋର୍ଦ୍ଧା (ଭୁବନେଶ୍ୱର), ପୁରୀ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼ ଓ ମୟୂରଭଞ୍ଜ ଜିଲ୍ଲା ମଧ୍ୟ ପ୍ରଭାବିତ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story