ଆବଶ୍ୟକ ସାମଗ୍ରୀ: ସିଝା ଅରୁଆ ଚାଉଳ, କନ୍ଫ୍ଲୋର, ମଇଦା, ମିଲ୍କ ପାଉଡର, ଘିଅ, ଚିନି ଓ ପାଣି ।
ପ୍ରସ୍ତୁତି ପ୍ରଣାଳୀ: ଚାଉଳ ରସଗୋଲା ତିଆରି କରିବା ପାଇଁ ପ୍ରଥମେ ସିଝା ଅରୁଆ ଚାଉଳକୁ ଗ୍ରାଇଣ୍ଡିଂ କରି ଏକ ପାତ୍ରରେ ରଖନ୍ତୁ। ଏହାପରେ ସେଥିରେ ମଇଦା, କନ୍ଫ୍ଲୋର, ମିଲ୍କ ପାଉଡର ଓ ଘିଅ ମିଶାଇ ଭଲଭାବେ ଚକଟି ଦିଅନ୍ତୁ। ପରେ ତାକୁ ରସଗୋଲା ଶେପ୍ରେ ଗଢ଼ି ଏକ ପ୍ଲେଟରେ ରଖନ୍ତୁ।
Also Read
ଏବେ ରସଗୋଲା ପାଇଁ ଚିନିରେ ଶିରା ପ୍ରସ୍ତୁତ କରନ୍ତୁ। ଏହା ପରେ ଗଢ଼ି ରଖିଥିବା ରସଗୋଲାକୁ ଶିରାରେ ପକାଇ ଦେଇ ଦୁଇରୁ ତିନି ମିନିଟ୍ ପର୍ଯ୍ୟନ୍ତ ଅଳ୍ପ ଆଞ୍ଚରେ ବସାଇ ଦିଅନ୍ତୁ। ପରେ ତାକୁ ତଳକୁ ଓହ୍ଲାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ସୁଆଦିଆ ଚାଉଳ ରସଗୋଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Food
ବଡ଼ ଦିନରେ ଘରେ ପ୍ରସ୍ତୁତ କରନ୍ତୁ ଚିକେନର ଏହି ସୁନ୍ଦର ରେସିପି
ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।
Food
ବିପଦପୂର୍ଣ୍ଣ ଖାଦ୍ୟ ତାଲିକାରେ ପ୍ୟାକେଜ ପାଣି, ମାନକ ମାପିବ FSSAI
ପ୍ୟାକେଜ୍ ପାଣି ସ୍ୱାସ୍ଥ୍ୟ ପାଇଁ ହାନିକାରକ କି, ନୁହେଁ, ଜାଣନ୍ତୁ...