ବାହାନଗା ଟ୍ରେନ୍‌ ଟ୍ରାଜେଡି; ୩ ଅଭିଯୁକ୍ତଙ୍କ ମେଡ଼ିକାଲ୍‌ ଚେକ୍‌ଅପ୍‌ କଲା ସିବିଆଇ

ମିଳିଥିବା ସୂଚନା ଅନୁସାରେ ୩ ଅଭିଯୁକ୍ତଙ୍କୁ ପୁନର୍ବାର ପଚରାଉଚରା କରିବା ପାଇଁ ଡାକିଥିଲା ସିବିଆଇ। ସେମାନେ ଆସିବା ପରେ ସିବିଆଇ ଗିରଫ କରିଛି। ସେମାନଙ୍କ ବିରୋଧରେ ଆଇପିସି ଧାରା ୩୦୪ ଓ ୨୦୧ ଲାଗିଛି।

Train Accident PhotoOR

ଗିରଫ ଅଭିଯୁକ୍ତ

Manoranjan Sial
  • Published: Friday, 07 July 2023
  • Updated: 07 July 2023, 08:36 PM IST

Sports

Latest News

ବାହାନଗା ବଜାର ଷ୍ଟେସନ୍‌ରେ ଘଟିଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା। ଏହି ମାମଲାରେ ସିବିଆଇ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ତିନି ଅଭିଯୁକ୍ତ ହେଲେ ସିନିଅର ସେକ୍ସନ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାଁ ଓ ଟେକ୍ନିସିଆନ ପପୁ କୁମାର। କଡ଼ା ସୁରକ୍ଷା ମଧ୍ୟରେ ସେମାନଙ୍କ ମେଡ଼ିକାଲ୍‌ ଚେକ୍‌ଅପ୍‌ ପାଇଁ କ୍ୟାପିଟାଲ୍‌ ହସ୍ପିଟାଲ୍‌କୁ ନେଲା ସିବିଆଇ।  

ମିଳିଥିବା ସୂଚନା ଅନୁସାରେ ୩ ଅଭିଯୁକ୍ତଙ୍କୁ ପୁନର୍ବାର ପଚରାଉଚରା କରିବା ପାଇଁ ଡାକିଥିଲା ସିବିଆଇ। ସେମାନେ ଆସିବା ପରେ ସିବିଆଇ ଗିରଫ କରିଛି। ସେମାନଙ୍କ ବିରୋଧରେ ଆଇପିସି ଧାରା ୩୦୪ ଓ ୨୦୧ ଲାଗିଛି। ଜାଣିଶୁଣି ମୃତ୍ୟୁ ମୁହଁକୁ ଠେଲିଦେବା ଓ ଅପରାଧ ଘଟାଇ ପ୍ରମାଣ ନଷ୍ଟ ପରି ଅଭିଯୋଗ ଲଗାଇଛି ସିବିଆଇ। ତେବେ ଏହି ମାମଲାରେ ଆଉ କାହାକୁ ସିବିଆଇ ଗିରଫ କରିବ, ତାହା ଆଗାମୀ ଦିନରେ ଦେଖିବାକୁ ମିଳିବ।

Also Read

ଗତ ଜୁନ୍ ୨ ତାରିଖରେ ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଘଟିଥିଲା ଦୁର୍ଘଟଣା। ସାଳିମାର-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ୍‌ ମାଲଗାଡ଼ି ଉପରେ ଚଢ଼ି ଯାଇଥିଲା। ଠିକ୍‌ ସେହି ସମୟରେ ଆସୁଥିବା ବାଙ୍ଗାଲୁରୁ-ହାୱାଡ଼ା ୟେଶବନ୍ତପୁର ଏକ୍ସପ୍ରେସ୍‌ର ଉପରେ ପଡ଼ିଥିଲା କରମଣ୍ଡଳ ଏକ୍ସପ୍ରେସ୍‌। ଏହି ଭୟଙ୍କର ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ। ୨୮୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ବାକି ୫ ଜଣଙ୍କ କଟକ ବଡ଼ ଡାକ୍ତରଖାନାରେ ପ୍ରାଣ ହରାଇଥିଲେ। ଏହି ଘଟଣା ସମଗ୍ର ଦେଶରେ ଆଲୋଡନ ଖେଳାଇ ଦେଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story