ବିଶିଷ୍ଟ ରେଳ ସେବା ପୁରସ୍କାର; ଇଷ୍ଟକୋଷ୍ଟ ପକ୍ଷରୁ ୪୬ ରେଳ କର୍ମଚାରୀ ସମ୍ମାନିତ

ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ଏବଂ ନିଜ କର୍ତ୍ତବ୍ୟରେ ଉତ୍ସର୍ଗୀକୃତ ମନୋଭାବ ପାଇଁ ୪୬ ଜଣ ରେଳ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଛି।

Railway seba PhotoOR

ରେଳ କର୍ମଚାରୀଙ୍କୁ ସମ୍ମାନିତ କରାଯାଉଛି

Tapaswini Nayak
  • Published: Thursday, 18 January 2024
  • Updated: 18 January 2024, 09:09 AM IST

Sports

Latest News

ବିଶିଷ୍ଟ ରେଳ ସେବା ପୁରସ୍କାର ପ୍ରଦାନ କରାଯାଇଛି। ଇଷ୍ଟ କୋଷ୍ଟ ରେଳବାଇ ଅଡିଟୋରୀୟମ ଠାରେ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ଏବଂ ନିଜ କର୍ତ୍ତବ୍ୟରେ ଉତ୍ସର୍ଗୀକୃତ ମନୋଭାବ ପାଇଁ ୪୬ ଜଣ ରେଳ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଛି।

ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳକୁ ସାମଗ୍ରିକ ଦକ୍ଷତା ଶୀଲଡ଼ ଶ୍ରେଷ୍ଠ ପରିଚ୍ଛନ୍ନତା କ୍ଷେତ୍ରରେ ବଡ଼ ଷ୍ଟେସନ ମଧ୍ୟରେ ଶ୍ରୀକାକୁଲମ୍ ରୋଡ୍ ଷ୍ଟେସନ୍ ଏବଂ ଛୋଟ ଷ୍ଟେସନ ମଧ୍ୟରେ ବରଗଡ ରୋଡ୍ ଷ୍ଟେସନ୍ ପୁରସ୍କୃତ ହୋଇଛି।

Also Read

ଏହି ଅବସରରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ସମସ୍ତ ରେଳବାଇ କର୍ମଚାରୀଙ୍କୁ ସେମାନଙ୍କର ଉତ୍ସର୍ଗୀକୃତ ସେବା ମନୋଭାବକୁ ପ୍ରଶଂସା କରିବା ସହିତ ନିଷ୍ଠାପର ସେବା ଓ କାର୍ଯ୍ୟଦକ୍ଷତା ପାଇଁ ପୁରସ୍କୃତ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story