ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି । ଆଜି ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ନୌସେନା ଦିବସ: କାଲି ପୁରୀ ପୌରପାଳିକାର ସବୁ ସ୍କୁଲ ବନ୍ଦ
ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌସେନା ଦିବସ ପାଳନ ହେବାକୁ ଥିବାରୁ ସବୁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି। NCERT ଦ୍ୱାରା ପରିଚାଳିତ PARAKH ପରୀକ୍ଷା ହେବ।
Miscellaneous
ରାଜଧାନୀରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ କଲେ ରାଷ୍ଟ୍ରପତି
ଆଜି ଅପରାହ୍ନରେ ନିର୍ଦ୍ଧାରିତ ସମୟ ପୂର୍ବରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ।
Miscellaneous
ଆନ୍ଦୋଳନରୁ ଓହରିଲେ ବ୍ୟବସାୟୀ; ଓଡ଼ିଶାକୁ କେବେ ଆସିବ ଆଳୁ?
ଆଳୁ ବ୍ୟବସାୟୀଙ୍କ ଆନ୍ଦୋଳନ ପ୍ରତ୍ୟାହୃତ ପରେ ଓଡ଼ିଶାକୁ ଆଳୁ ଆସିବ ବୋଲି ଆଶା କରାଯାଉଛି। ତେବେ କେବେ ଆଳୁ ଆସିବ, ସେନେଇ ନିର୍ଦ୍ଦିଷ୍ଟ ଭାବେ କିଛି ଜଣାପଡ଼ି ନାହିଁ।
Miscellaneous
ବିଧାୟକଙ୍କ ଦରମା ବୃଦ୍ଧି ପାଇଁ ଗୃହରେ ଦାବି
ବଜାର ଦରଦାମ ଏବଂ ସ୍ୱାସ୍ଥ୍ୟଗତ ଖର୍ଚ୍ଚର ଉଦାହରଣ ଦେଇ ଦରମା ଓ ପେନସନ ବୃଦ୍ଧି ପାଇଁ ଦାବିକଲେ ପ୍ରମିଳା ମଲ୍ଲିକ। ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ୨୦ ଲକ୍ଷ କରିବାକୁ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ଦାବି।
Miscellaneous
ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟି ମଞ୍ଜୁର
ଅମୃତ ଷ୍ଟେସନ ଯୋଜନାରେ ଓଡ଼ିଶାର ୫୯ଟି ଷ୍ଟେସନକୁ ପୁନର୍ବିକାଶ କରାଯାଉଛି। ମୋଦି 3.0 ସମୟରେ ୧୯,୨୮୯ କୋଟି ବ୍ୟୟ ଅଟକଳରେ ୮ଟି ନୂତନ ରେଳ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ କରାଯାଇଛି