ଆଜି ପୁଣି ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ପାଖକୁ ଯାଇ ଅଭିଯୋଗ ଶୁଣିଛନ୍ତି । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ସରକାରୀ ଜମିରେ ଘର କରିଥିଲେ, ଚଢ଼ିଲା ବୁଲ୍ଡୋଜର
ଦାରିଙ୍ଗବାଡ଼ି ମାଜିଷ୍ଟ୍ରେଟ ଶରତ ଶବରଙ୍କ ଉପସ୍ଥିତିରେ ବୁଲ୍ଡୋଜର ସାହାଯ୍ୟରେ ଘର ଗୁଡିକୁ ଭଙ୍ଗି ଦିଆଯାଇଛି। ଜବରଦଖଲ ମୁକ୍ତ ହେବା ପରେ ଅଦାଲତଙ୍କୁ ସଂପୃକ୍ତ ଜମି ହସ୍ତାନ୍ତର କରାଯିବ ବୋଲି ତହସିଲଦାର କହିଛନ୍ତି।
Miscellaneous
ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ପବ୍ଲିକ ଅଣ୍ଡରଟେକିଂ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ
ଶ୍ରୀ ପଣ୍ଡା ଏହି କମିଟିର ଅଧ୍ୟକ୍ଷ ହେବା ପରେ ଏହା ତାଙ୍କର ପଞ୍ଚମ ବୈଠକ।
Miscellaneous
ଗୁରୁତ୍ୱପୂର୍ଣ୍ଣ ରାୟ ଦେଲେ ଓଡିଶା ହାଇକୋର୍ଟ
୨୦୧୮ ମସିହାରେ ଶେଷ ଥର ପାଇଁ ଏହି ପଦବୀ ପାଇଁ ନିଯୁକ୍ତି ହୋଇଥିବା ବେଳେ କରୋନା ମାହାମାରୀ ଯୋଗୁ ପାଖାପାଖି ୬ ବର୍ଷ ଧରି ନିଯୁକ୍ତି ପାଇଁ ଆଉ ବିଜ୍ଞପ୍ତି ପ୍ରକାଶ ପାଇନଥିଲା।
Miscellaneous
‘ଓଡ଼ିଶାରେ ଗୋହତ୍ୟା ଓ ଗୋମାଂସ ଚାଲାଣ ଉପରେ ଲାଗିବ କଟକଣା’
ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଆଇନ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ଗୋଚାଲାଣ ଓ ଗୋ ହତ୍ୟା ଉପରେ ରୋକ ଲଗାଇବାକୁ ଆମର ଆଭିମୁଖ୍ୟ ସମ୍ପୂର୍ଣ୍ଣ ସ୍ପଷ୍ଟ ।
Miscellaneous
‘ଓଡ଼ିଶାରେ ଠାବ ହୋଇଛି ୨ଟି ସୁନାଖଣି’
ଆଜି ବିଧାନସଭାରେ ବିଧାୟକ ଅଶ୍ୱିନୀ କୁମାର ପାତ୍ରଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ରାଜ୍ୟ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି ଯେ, ଦେବଗଡ଼ ଜିଳ୍ଲାର ଆଡାସ-ରାମପଲ୍ଲୀ ଅଂଚଳରେ ଭାରତୀୟ ଭୂବୈଜ୍ଞାନକ ସଂସ୍ଥା(ଜିଏସଆଇ) ଦ୍ୱାରା ଜି-୨ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି ।