ସାବଧାନ୍ ! ଏଣିକି ଗାଈଗୋରୁଙ୍କୁ ବାହାରେ ଛାଡ଼ିଲେ ଉଠାଇ ନେବ ବିଏମସି

ବୁଲା ଗାଈଗୋରୁଙ୍କ ପାଇଁ ସହରରେ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହେଉଛି।

Cow

representational image

Tapaswini Nayak
  • Published: Saturday, 12 August 2023
  • Updated: 12 August 2023, 09:07 AM IST

Sports

Latest News

ରାଜଧାନୀ ରାଜରାସ୍ତାରେ ବୁଲା ଗାଈଗୋରୁଙ୍କୁ ମୁକ୍ତ ବିଚରଣ ରୋକିବାକୁ ବିଏମସି ନୂଆ ଗାଇଡଲାଇନ୍ ଜାରି କରିଛି। ଏଣିକି ଗାଈଗୋରୁଙ୍କୁ ରାସ୍ତା କିମ୍ବା ଏଣେତେଣେ ଛାଡ଼ିପାରିବେନି ମାଲିକ। ଯଦି ଛାଡ଼ିବେ, ତେବେ ବିଏମସି ଗାଈଗୋରୁଙ୍କୁ ଗୋଶାଳାକୁ ଉଠାଇ ନେବ। ଆଉ ଯେଉଁ ମାଲିକ ସେମାନଙ୍କ ଗାଈ ବୋଲି ଦାବି କରିବେ, ସେମାନଙ୍କ ବିରୋଧରେ ଆଇନ୍ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ।

ଗତକାଲି ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା।  ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା। ବୁଲା ଗାଈଗୋରୁଙ୍କ ପାଇଁ ସହରରେ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହେଉଛି। ଏହାସହ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହେଉଛି। ଏହାକୁ ରୋକିବା ଲାଗି ଏଭଳି ପଦକ୍ଷେପ ନେବାକୁ ଯାଉଛି ବିଏମସି।

Also Read

ବୈଠକରେ ବିଏମସି କର୍ତ୍ତୃପକ୍ଷ ଏହି ଯୋଜନା କାର୍ଯ୍ୟକାରୀ କରିବା ଲାଗି ବ୍ରହ୍ମଗିରି, ଜଟଣୀ ଓ ବେଗୁନିଆ ଆଦି ସ୍ଥାନରେ ଥିବା ଗୋଶାଳା କର୍ମକର୍ତ୍ତାଙ୍କ ସହ ଏ ସମ୍ପର୍କରେ ଆଲୋଚନା କରିଛନ୍ତି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story