ଆଜି ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମିଳିବ ସମ୍ମାନ ସୂଚକ ସହାୟକ ରାଶି। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ଘୋଷଣା କରିଛନ୍ତି।
Also Read
ରାଜ୍ୟରେ ବର୍ତ୍ତମାନ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଅଛନ୍ତି। ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ ରାଜ୍ୟ ସରକାର। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୧୬ରୁ ରତ୍ନଭଣ୍ଡାର ମରାମତି!
ରତ୍ନଭଣ୍ଡାର ମରାମତି ପାଇଁ ଏଏସ୍ଆଇକୁ ପ୍ରତିଦିନ ସର୍ବନିମ୍ନ ୫ରୁ୬ ଘଣ୍ଟା ଆବଶ୍ୟକ।
Miscellaneous
ଓଡ଼ିଶା ସିଟିଜେନ୍ସ ଆୱାର୍ଡ ୨୦୨୪ ପ୍ରଦାନ: ୯ ବିଶିଷ୍ଟ ବ୍ୟକ୍ତି ସମ୍ମାନିତ
ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ମୁଖ୍ୟ ଅତିଥି ଏବଂ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହି ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସମ୍ମାନିତ କରିଥିଲେ।
Miscellaneous
ପିଲାଙ୍କୁ ନିମ୍ନମାନର ଛତୁଆ : ୪୨ଜଣ ସିଡିପିଓ ଓ ୧୨୦ ଏସଏଚଜିକୁ କାରଣଦର୍ଶାଅ ନୋଟିସ
୫ଟି ଏସଏଚଜିକୁ ଛତୁଆ ପ୍ରସ୍ତୁତି କାର୍ଯ୍ୟରୁ ସମ୍ପୂର୍ଣ୍ଣ ବିଦା କରାଯାଇଛି। ବିଧାନସଭାରେ ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ରଖିଲେ ଉତ୍ତର।
Miscellaneous
୧୫ କୋଟି ୩୫ ଲକ୍ଷ ୭୨ ବଲକ୍ ଲିଟର ବିୟର ପିଇଦେଲେ ମଦୁଆ
ଗତ ୧୦ ବର୍ଷର ତଥ୍ୟ ରଖି ଅବକାରୀ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଏବେ ୧୦୭୩ଟି ଠିପି ବନ୍ଦ ଓ ୭୬୨ଟି ଠିପିଖୋଲା ମଦ ଦୋକାନ ରହିଛି।
Miscellaneous
ସିଏଜି ଖୋଲିଲେ ଗୁମର: ମହାନଗରବାସୀଙ୍କୁ ବାଂଟିଛନ୍ତି ଦୂଷିତ ଜଳ ଓ ରୋଗ, ହଜାର ହଜାର କୋଟି ଅପବ୍ୟୟ
ଆଜି ବିଧାନସଭାରେ ଉପସ୍ଥାପିତ ସିଏଜି ରିପୋର୍ଟ ଅନୁସାରେ, କୁଆଖାଇ ନଦୀରୁ ପଳାଶୁଣି ପ୍ରବେଶ କୂଅ ଯୋଗେ ଯେଉଁ ଜଳ ରାଜଧାନୀବାସୀଙ୍କୁ ଦିଆଯାଉଛି ତାହା ବୁଢ଼ୀ ନାଳ ଓ କୁଆଖାଇ ନଦୀର ସଙ୍ଗମ ସ୍ଥଳ ହୋଇଥିବାରୁ ପ୍ରଦୂଷିତ ପରିମାଣ ବେଶ୍ ଅଧିକ ଥିଲା।