ବଡଦେଉଳରୁ ଖସିଲା ପଥର

ବଡ ଦେଉଳରୁ ଖସିଥିବା ପଥରଟିକୁ ଶ୍ରୀମନ୍ଦିରର କମାଣ୍ଡର ସଂଗ୍ରହ କରି ରଖିଛନ୍ତି।

Puri temple

ପୁରୀ ଶ୍ରୀମନ୍ଦିର

Tapaswini Nayak
  • Published: Saturday, 09 March 2024
  • Updated: 09 March 2024, 09:15 AM IST

Sports

Latest News

ବଡଦେଉଳରୁ ଖସିଛି ପଥର। ବଡଦେଉଳକୁ ଲାଗି ରହିଥିବା ବରାହ ମନ୍ଦିରରୁ ଆଜି ଭୋରରୁ ଏକ ପଥର ଖସିଛି। ପଥରଟି ଖସି ଏକାଦଶୀ ମନ୍ଦିର ଟିଣ ଛାତରେ ପଡ଼ିଥିଲା। ପରେ ପଥରଟି ତଳେ ପଡ଼ିଯାଇଥିଲା। ପଥର ଓଜନ ପ୍ରାୟ ଏକ କେଜିରୁ ଅଧିକ ହେବ। 

ବଡ ଦେଉଳରୁ ଖସିଥିବା ପଥରଟିକୁ ଶ୍ରୀମନ୍ଦିରର କମାଣ୍ଡର ସଂଗ୍ରହ କରି ରଖିଛନ୍ତି। ଏନେଇ ଏଏସଆଇକୁ ସୂଚନା ଦେଇଛନ୍ତି। ଦକ୍ଷିଣ ଘର ପଛ ପାଖ ତଥା ବିମଳା ମନ୍ଦିର ସମ୍ମୁଖରେ ରହିଛି ବରାହ ମନ୍ଦିର। ଏଏସ୍ଆଇ ପକ୍ଷରୁ ଦକ୍ଷିଣ ଘର ଉପର ଅଂଶର ମରାମତି କରାଯାଇଥିଲା।

Also Read

 ମାଙ୍କଡ଼ମାନେ ଚଢ଼ିବା ଯୋଗୁ ଏହି ପଥର ଖସିଛି ନା ଆଉ କିଛି କାରଣ ଅଛି ତାହା ଜଣାପଡ଼ିନାହିଁ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story