ଗଣତି ହେବ ରତ୍ନଭଣ୍ଡାରରେ ଗଚ୍ଛିତ ମହାପ୍ରଭୁଙ୍କ ସୁନା ଅଳଙ୍କାର; ଆଜି ବସିବ ବୈଠକ

ପୁରୀରେ ଉଚ୍ଚସ୍ତରୀୟ ତଦାରଖ କମିଟିର ବୈଠକ ଅନୁଷ୍ଠିତ ହେବ।

Puri

ପୁରୀ ଶ୍ରୀମନ୍ଦିର

Tapaswini Nayak
  • Published: Saturday, 09 March 2024
  • Updated: 09 March 2024, 08:30 AM IST

ଦୀର୍ଘ ୪୬ ବର୍ଷ ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଦୁର୍ମୂଲ୍ୟ ସୁନା ଅଳଙ୍କାର ଗଣତି ପାଇଁ ହାଇଲେବଲ କମିଟି ଗଠନ ହେବା ପରେ ସୁପ୍ରିମକୋର୍ଟ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଆଜି ପୁରୀରେ ଏକ ଉଚ୍ଚସ୍ତରୀୟ ତଦାରଖ କମିଟିର ବୈଠକ ଅନୁଷ୍ଠିତ ହେବ।

ଏହି କମିଟି ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଓ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତ କରିବେ। ସେଥିପାଇଁ ଆଜି ତଦାରଖ କମିଟିର ଅଧ୍ୟକ୍ଷ ଅରିଜିତ୍ ପଶାୟତ ଦିନ ୧୧ଟାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ଏହାପରେ ଦିନ ୨ଟାରୁ ରତ୍ନଭଣ୍ଡାରରୁ ଦୁର୍ଲଭ ଅଳଙ୍କାର ଗଣତି  ପାଇଁ ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହେବ।

Also Read

ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ ତଦାରଖ କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ରହିଥିବା ବେଳେ ପରିଚାଳନା କମିଟିର ତିନିଜଣ ସଦସ୍ୟ, ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା, ଆହ୍ଲାବାଦ ବ୍ୟାଙ୍କର ପୂର୍ବତନ ସିଏମଡି ଡକ୍ଟର ବିଧୁଭୂଷଣ ସାମଲ, ଚାଟାର୍ଡ ଆକାଉଟାଣ୍ଟ ଏ.କେ. ସାବତ, ଗଜପତି ମହାରାଜାଙ୍କ ପ୍ରତିନିଧି, ASI ଅଧିକାରୀ, ଭଣ୍ଡାର ମେକାପ ଶ୍ରୀଯୁକ୍ତ ଗଣେଶ ମେକାପ, ପୁରୀ ଜିଲ୍ଲାପାଳ
ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କମିଟିରେ ସ୍ଥାନ ପାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story