ବଢୁଛି ହୀରାକୁଦର ଜଳସ୍ତର

ଆଜି ସକାଳ ୮ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୧.୯୭ ଫୁଟ ରହିଛି।

Hirakud Dam

ହୀରାକୁଦ ଡ୍ୟାମ (ଫାଇଲ ଫଟୋ)

Jitendra Garnayak
  • Published: Sunday, 06 August 2023
  • Updated: 06 August 2023, 09:37 AM IST

Sports

Latest News

ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢୁଛି। ଆଜି ସକାଳ ୮ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୧.୯୭ ଫୁଟ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୪,୨୫,୩୮୩ କ୍ୟୁସେକ ଜଳ ପ୍ରବେଶ କରୁଛି। ୨୦ଟି ଗେଟ ଦେଇ ଜଳ ନିଷ୍କାସନ କରାଯାଉଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୩,୧୭,୬୭୯ କ୍ୟୁସେକ ଜଳ ନିଷ୍କାସିତ ହେଉଛି।

Also Read

ଆଜି ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୧.୯୫ ଫୁଟ ରହିଥିଲା। ସେତେବେଳେ ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୩,୮୮,୯୩୧ କ୍ୟୁସେକ ଜଳ ପ୍ରବେଶ କରୁଥିଲା। ସେହିଭଳି ପ୍ରତି ସେକେଣ୍ଡରେ ୩,୫୫,୭୯୩ କ୍ୟୁସେକ ବନ୍ୟାଜଳ ନିଷ୍କାସିତ ହେଉଥିଲା। ସକାଳ ୬ଟାରେ ମଧ୍ୟ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଥଇଲା।

୨୦ଟି ଗେଟ୍ ଖୋଲାଯାଇଥିବା ସତ୍ତ୍ୱେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବା ଯୋଗୁ ଆଗକୁ ଆଉ କିଛି ଗେଟ୍ ଖୋଲାଯାଇପାରେ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story