ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ, ୮ ମୃତ

୧୨ ଜଣ ଗୁରୁତର ଅଛନ୍ତି। ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Blast

Representational Image

Madhupriya Mistry
  • Published: Thursday, 09 May 2024
  • Updated: 09 May 2024, 05:23 PM IST

Sports

Latest News

ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ। ଚାଲିଗଲା ୮ ଜଣଙ୍କ ଜୀବନ। ଗୁରୁବାର ତାମିଲନାଡୁର ଶିବକାଶୀ ଅଞ୍ଚଳରେ ଘଟିଛି ଏଭଳି କିଛି ଘଟଣା।

ପୁଲିସ ସୂଚନା ମୁତାବକ, ବାଣ କାରଖାନାରେ ବିସ୍ଫୋରଣ ଯୋଗୁ ୮ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ସେହିପରି ୧୨ ଜଣ ଗୁରୁତର ଅଛନ୍ତି। ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସମସ୍ତ ମୃତକ ଏହି ବାଣ କାରଖାନାରେ କାମ କରୁଥିଲେ। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। 

Also Read

ବିସ୍ଫୋରଣ ପରେ ପୂରା ଫ୍ୟାକ୍ଟ୍ରିରେ ନିଆଁ ଲାଗି ଯାଇଥିଲା। ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛି। ଏହା ଏକ ଲାଇସେନ୍ସ ପ୍ରାପ୍ତ ବାଣ କାରଖାନା ଥିଲା। ବିସ୍ଫୋରଣ ଯୋଗୁ ପୂରା ଅଞ୍ଚଳ ଧୂଆଁମୟ ହୋଇଯାଇଛି।  

ଶ୍ରମିକମାନେ ଏଠାରେ କାମ କରୁଥିବା ବେଳେ ହଠାତ୍‌ ବିସ୍ପୋରଣ ହୋଇଥିଲା। ତେବେ କେଉଁ କାରଣ ଯୋଗୁ କାରଖାନାରେ ବିସ୍ଫୋରଣ ହୋଇଛି ସେ ନେଇ ସୂଚନା ମିଳିନାହିଁ। ପୁଲିସ ଘଟଣାର ତଦନ୍ତ ଜାରି ରହିଛି।

ଶିବକାଶୀ ଭାରତର ବଡ ବାଣ ତିଆରି କାରଖାନା ରୂପେ ଜଣାଶୁଣା। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story