ବିହାରରୁ ଉତ୍ତରପ୍ରଦେଶକୁ ଶିଶୁ ଚାଲାଣ, ୯୫ ଜଣଙ୍କୁ ଉଦ୍ଧାର କଲା ଶିଶୁ ଆୟୋଗ

ଉଦ୍ଧାର ହୋଇଥିବା ପିଲାମାନଙ୍କ ବୟସ ୪-୧୨ ବର୍ଷ ହେବ...

Rescued Children

ଉଦ୍ଧାର ହୋଇଥିବା ଶିଶୁ

Debibandita Barick
  • Published: Saturday, 27 April 2024
  • Updated: 27 April 2024, 09:43 AM IST

Sports

Latest News

ବେଆଇନ ଭାବେ ଚାଲାଣ ହେଉଥିବା ୯୫ ଜଣ ଶିଶୁଙ୍କୁ ଉଦ୍ଧାର କରିଛି ଉତ୍ତରପ୍ରଦେଶ ଶିଶୁ ଆୟୋଗ। ବିହାରରୁ ଉତ୍ତରପ୍ରଦେଶ ଚାଲାଣ ହେଉଥିବା ବେଳେ ଚଢାଉ କରି ଆୟୋଗ ୯୫ ଜଣଙ୍କୁ ଉଦ୍ଧାର କରିଛି। 

ଅଯୋଧ୍ୟା ଶିଶୁ କଲ୍ୟାଣ ସମିତି ଅଧ୍ୟକ୍ଷ କହିଛନ୍ତି ଯେ, କିଛି ପିଲାଙ୍କୁ ବେଆଇନ ଭାବେ ଚାଲାଣ ହେଉଥିବା ନେଇ ରାଜ୍ୟ ଶିଶୁ ଆୟୋଗ ସଦସ୍ୟ ସୁଚିତ୍ରା ଚତୁର୍ବେଦୀ ସୂଚନା ଦେଇଥିଲେ। ବିହାରରୁ ପିଲାମାନଙ୍କୁ ବେଆଇନ ଭାବେ ସାହାରନପୁରକୁ ଚାଲାଣ କରାଯାଉଥିବା ଜଣାପଡିଥିଲା। ଏହି ସମୟରେ ଚଢାଉ କରି ଆମେ ପିଲାମାନଙ୍କୁ ଉଦ୍ଧାର କରିଛି।

Also Read

ପିଲାମାନଙ୍କୁ ଖାଦ୍ୟ ଓ ଚିକିତ୍ସା ଯୋଗାଇ ଦିଆଯାଇଛି। ସମସ୍ତ ଉଦ୍ଧାର ହୋଇଥିବା ପିଲାମାନଙ୍କ ବୟସ ୪-୧୨ ବର୍ଷ ହେବ ବୋଲି ଅଯୋଧ୍ୟା ଶିଶୁ କଲ୍ୟାଣ ସମିତି ଅଧ୍ୟକ୍ଷ କହିଛନ୍ତି। 

ସେ ଆହୁରି କହିଛନ୍ତି ଯେ, ଚାଲାଣ ହେଉଥିବା ପିଲାମାନଙ୍କ ଅଭିଭାବକଙ୍କ ପକ୍ଷରୁ କୌଣସି ସ୍ୱୀକୃତି ମିଳିନଥିଲା। ପିଲାମାନେ ମଧ୍ୟ କେଉଁଠାକୁ ଯାଉଛନ୍ତି ଜାଣିନଥିବା କହିଥିଲେ। ବର୍ତ୍ତମାନ ସେମାନଙ୍କ ବାପା-ମାଆଙ୍କୁ ଯୋଗାଯୋଗ କରାଯାଉଛି। ଏହି ରାକେଟରେ ଯେଉଁମାନେ ବି ସାମିଲ ଅଛନ୍ତି, ସେମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅଯୋଧ୍ୟା ଶିଶୁ କଲ୍ୟାଣ ସମିତି ଅଧ୍ୟକ୍ଷ କହିଛନ୍ତି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story