ରାଜଧାନୀ ଦିଲ୍ଲୀରେ ଲଗାଣ ବର୍ଷା ହେଉଥିବା ବେଳେ ଭୁଶୁଡ଼ିଲା ବିଲ୍ଡିଂ । ଆଉ ଏହା ତଳେ ଚାପି ହୋଇ ଯାଇଛନ୍ତି ବହୁ ଲୋକ । ଏପରି ଏକ ଅଘଟଣ ଆଜି ସକାଳେ ଘଟିଛି।
ଖବର ପାଇ ଦିଲ୍ଲୀ ଅଗ୍ନିଶମ ବିଭାଗର ୫ଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଛି। ଏହାପରେ ତୁରନ୍ତ ଆରମ୍ଭ ହୋଇଛି ରେସକ୍ୟୁ ଅପରେସନ । ଉକ୍ତ ସମୟରେ ବହୁ ଲୋକ ବିଲ୍ଡିଂରେ ଥିବା ବେଳେ ସେମାନେ ତା’ ତଳେ ଚାପି ହୋଇ ରହିଥିବା ଅନୁମାନ କରାଯାଉଛି। ତେବେ ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ କାହାକୁ ଉଦ୍ଧାର କରାଯାଇ ପାରି ନ ଥିବା ଜଣାଯାଇଛି।
Also Read
ଗତ ମାସରେ ବି ରାଜଧାନୀ ଦିଲ୍ଲୀରେ ଏପରି ଏକ ଘଟଣା ଘଟିଥିଲା। ପୁନଃନିର୍ମାଣ ନିମନ୍ତେ ନଷ୍ଟ କରାଯାଉଥିବା କିଛି ବିଲ୍ଡିଂ ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।