ଭୟଙ୍କର ରୂପରେ ମାଡ଼ି ଆସୁଛି ‘ବିପର୍ଯ୍ୟୋୟ’

ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବିପର୍ଯ୍ୟୟ’ ଆଜି ଗୁଜରାଟ ଉପକୂଳ ଛୁଇଁବ। ବାତ୍ୟାଟି ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇ ଉତ୍ତର ପୂର୍ବ ଦିଗରେ ଗତି କରୁଛି।

Manoj Swain
  • Published: Thursday, 15 June 2023
  • Updated: 15 June 2023, 05:36 PM IST

ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବିପର୍ଯ୍ୟୟ’ ଆଜି  ଗୁଜରାଟ ଉପକୂଳ ଛୁଇଁବ। ବାତ୍ୟାଟି ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇ ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା ମାଣ୍ଡଭି ଓ କରାଚି ମଧ୍ୟରେ ଥିବା ଜଖୌ ବନ୍ଦର ନିକଟରେ ସନ୍ଧ୍ୟା ୬ରୁ ୮ଟା ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର।। ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟାପ୍ରତି ୧୨୫ରୁ ୧୫୦ କିଲୋମିଟର ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos