/odisha-reporter/media/post_attachments/uploadimage/library/16_9/16_9_0/Money_1699009960.jpg)
Money
କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ପାଇଁ ଖୁସି ଖବର। ସରକାର ସେମାନଙ୍କ ମହଙ୍ଗା ଭତ୍ତା ବା DA ବଢ଼ାଇଛନ୍ତି। ଆଜି କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ ଏହି ସୂଚନା ଦେଇଛନ୍ତି।
Advertisment
କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ମହଙ୍ଗା ଭତ୍ତାକୁ ସରକାର ୪% ବୃଦ୍ଧି କରିଛନ୍ତି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହି ବୃଦ୍ଧି ସହିତ ସେମାନଙ୍କ ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି।
ଏହା ପୂର୍ବରୁ କେନ୍ଦ୍ର ସରକାର ତାଙ୍କ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଗତ ବର୍ଷ ଅକ୍ଟୋବର ମାସରେ ବଢ଼ାଇଥିଲେ। ସେତେବେଳେ ବି ସରକାର ୪% ବୃଦ୍ଧି କରିଥିଲେ। ୨୦୨୩ ଜୁଲାଇ ୧ରୁ ପିଛିଲା ଭାବେ ଏହାକୁ ଲାଗୁ କରାଯାଇଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
