ବେଙ୍ଗଲ ଡିଜିପି ଓ ୬ ରାଜ୍ୟର ଗୃହ ସଚିବଙ୍କୁ ହଟାଇବାକୁ ଇସିଙ୍କ ନିର୍ଦ୍ଦେଶ

କେବଳ ସେତିକି ନୁହେଁ ମିଜୋରାମ ଓ ହିମାଚଳ ପ୍ରଦେଶର ପ୍ରଶାସନିକ ବିଭାଗର ସଚିବଙ୍କୁ ମଧ୍ୟ ହଟାଇ ଦିଆଯାଇଛି।

Election Commission

Representational Image

Madhupriya Mistry
  • Published: Monday, 18 March 2024
  • Updated: 18 March 2024, 03:18 PM IST

Sports

Latest News

ଲୋକସଭା ନିର୍ବାଚନ ପୂର୍ବରୁ ଆକ୍ସନ ମୁଡ୍‌ରେ ନିର୍ବାଚନ ଆୟୋଗ। ବିଦା ହେଲେ ୬ ରାଜ୍ୟର ଗୃହ ସଚିବ। ନିର୍ବାଚନ ଆୟୋଗ ଗୁଜରାଟ, ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡର ଗୃହ ସଚିବଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ପଶ୍ଚିମବଙ୍ଗ ଡିଜିପିଙ୍କୁ ମଧ୍ୟ ହଟାଇବାକୁ କୁହାଯାଇଛି।

କେବଳ ସେତିକି ନୁହେଁ ମିଜୋରାମ ଓ ହିମାଚଳ ପ୍ରଦେଶର ପ୍ରଶାସନିକ ବିଭାଗର ସଚିବଙ୍କୁ ମଧ୍ୟ ହଟାଇ ଦିଆଯାଇଛି। ନିର୍ବାଚନ ଆୟୋଗ ବୃହାନମୁମ୍ବାଇ ନଗର ନିଗମର କମିଶନର ଇକବାଲ ଚହଲ ଓ ଅତିରିକ୍ତ କମିଶନର ଏବଂ ଡେପୁଟି କମିଶନରଙ୍କୁ ମଧ୍ୟ ହଟାଇ ଦେଇଛନ୍ତି। କେବଳ ସେତିକି ନୁହେଁ ମିଜୋରାମ ଓ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଦାୟିତ୍ୱ ତୁଲଉଥିବା ଜିଏଡି ସଚିବଙ୍କୁ ମଧ୍ୟ ବିଦା କରାଯାଇଛି। ମୁକ୍ତ, ଅବଧା ଓ ନିରପେକ୍ଷ ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ଏଭଳି ପଦକ୍ଷେପ ନେଇଛନ୍ତି।

Also Read

କହିରଖୁ ଯେ, ପଶ୍ଚିମବଙ୍ଗ ଡିଜିନିଙ୍କୁ ୨୦୧୬ ବିଧାନସଭା ନିର୍ବାଚନ ଓ ୨୦୧୯ ଲୋକସଭା ନିର୍ବାଚନ ବେଳେ ମଧ୍ୟ ଡ୍ୟୁଟିରୁ ହଟାଇ ଦିଆଯାଇଥିଲା।

ସାରା ଦେଶରେ ନିର୍ବାଚନ ବିଗୁଲ ବାଜି ସାରିଛି। ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ହେବ। ଜୁନ୍‌ ୪ ତାରିଖରେ ଫଳାଫଳ ଆସିବ। ସାରା ଦେଶରେ ୪୩ ଦିନ ଯାଏ ନିର୍ବାଚନ ପ୍ରକ୍ରିୟା ଚାଲିବ। ଏପ୍ରିଲ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟ ଭୋଟିଂ ହେବ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story