ଜମ୍ମୁ କଶ୍ମୀରର କୁଲଗାମରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ଖବର ପାଇବା ପରେ ସର୍ଚ୍ଚ ଅପରେସନ କରିଥିଲେ ସୁରକ୍ଷାକର୍ମୀ। ଏହି ସମୟରେ ଆତଙ୍କବାଦୀଙ୍କ ପକ୍ଷରୁ ଗୁଳିମାଡ଼ ହେବା ପରେ ପାଲଟା ଜବାବ ଦେଇଛନ୍ତି ସୁରକ୍ଷାକର୍ମୀ।
ଖବର ଲେଖା ହେବା ସୁଦ୍ଧା ଏନକାଉଣ୍ଟର ଜାରି ରହିଥିଲା। ସ୍ଥାନୀୟ ଅଞ୍ଚଳରେ ଜନ ସାଧାରଣଙ୍କୁ ସତର୍କ କରାଯାଇଛି। ପୁଲିସ ଓ ସୁରକ୍ଷାବାହିନୀ ମିଳିତ ଭାବେ ଏହି ଅପରେସନ କରିଛନ୍ତି।
Also Read
ପ୍ରକାଶ ଥାଉକି, ନିକଟରେ ଜମ୍ମୁ କଶ୍ମୀରରେ ବାୟୁସେନା କନଭେୟ ଉପରେ ଆତଙ୍କୀ ହମଲା ହୋଇଥିଲା। ଏଥିରେ ଜଣେ ଯବାନ ଶହୀଦ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ସୂଚନା ପାଇବା ପରେ ସର୍ଚ୍ଚ ଅପରେସନକୁ କଡାକଡି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ନିଆଁ ଗୁଜବ ପରେ ଗୋଟିଏ ଟ୍ରେନରୁ ଡେଇଁଲେ, ଆଉ ଗୋଟିଏ ଟ୍ରେନ ନେଇ ଗଲା ୧୧ ଜୀବନ
ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍କମ ଏକ୍ସପ୍ରେସର କିଛି ଲୋକ ଟ୍ରେନରେ ନିଆଁ ଲାଗି ଯାଇଥିବା ଆଶଙ୍କା କରି ଟ୍ରାକୁ ଡେଇଁ ପଡ଼ିଥିଲେ
Politics
ନୀତୀଶ କୁମାର ଓ ବିଜେପି: କେନ୍ଦ୍ରରେ କୋଳାକୋଳି, ମଣିପୁରରେ କଳି!
ବିଜେପି ୨୦୨୪ ସାଧାରଣ ନିର୍ବାଚନରେ ଏକାକୀ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ୨୭୨ ହାସଲ କରିପାରି ନାହିଁ।
Entertainment
ଆକ୍ରମଣକାରୀକୁ ରୁମ୍ରେ ଲକ କରିଦେଇଥିଲେ ଆହତ ସୈଫ ଅଲୀ ଖାନ, କିନ୍ତୁ କେମିତି ଖସିଗଲା?
ଶେହଜାଦ ପ୍ରଥମେ ମୁମ୍ବାଇରୁ କୋଲକାତାର ହାୱଡା ଯିବାକୁ ଲକ୍ଷ୍ୟ ରଖିଥିଲା। ସେଠାରୁ ସେ ବାଂଲାଦେଶ ଯାଇଥାଆନ୍ତା।
National
କାହିଁକି ୧୫,୦୦୦ କୋଟି ଟଙ୍କାର ସଂପତ୍ତି ହରେଇପାରନ୍ତି ସୈଫ ଅଲୀ ଖାଁ?
ଡକାୟତ ପଶିଲା। ଛୁରୀ ଭୁଷିଲା। ତଥାପି କିଛି ନେଇ ପାରିଲା ନାହିଁ। ସୈଫ ଅଲୀ ଖାଁ ବଂଚିଗଲେ, ତାଙ୍କ ସଂପତ୍ତି ବି ରହିଗଲା। ହେଲେ ଏବେ ସେ ହରେଇବାକୁ ଯାଉଛନ୍ତି ୧୫ ହଜାର କୋଟି ଟଙ୍କାର ଜମିବାଡ଼ି ଓ ଘରଦ୍ୱାର।
National
କେମିତି ପତ୍ନୀ ସହ ଗୋଟିଏ ସେଲଫି ଟପ୍ ମାଓବାଦୀକୁ ମାରି ଦେଲା ?
ପତ୍ନୀ ଅରୁଣା ସହ ଗୋଟିଏ ସେଲଫି ଜୟରାମକୁ ମହଙ୍ଗା ପଡ଼ିଛି। ଏହି ସେଲଫି ଯୋଗୁ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛି ଜୟରାମ।