ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍‌.ଏମ୍‌ ରାଜେନ୍ଦ୍ରନ୍‌ଙ୍କ ପରଲୋକ

ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। 

MM Rajendran

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍.ଏମ୍‌ ରାଜେନ୍ଦ୍ରନ

Jitendra Garnayak
  • Published: Saturday, 23 December 2023
  • Updated: 23 December 2023, 07:36 PM IST

Sports

Latest News

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍‌.ଏମ୍‌ ରାଜେନ୍ଦ୍ରନ୍‌ଙ୍କର ଆଜି ପରଲୋକ ହୋଇଯାଇଛି।  ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। 

୧୯୯୯ ମହାବାତ୍ୟା ପରେ ସେ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଥିଲେ। ୧୯୯୯ରୁ ୨୦୦୪ ପର୍ଯ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଥିଲେ ଏମ୍‌.ଏମ୍ ରାଜେନ୍ଦ୍ରନ। ରାଜ୍ୟପାଳ ହେବା ପୂର୍ବରୁ ସେ ତାମିଲନାଡୁର ମୁଖ୍ୟ ଶାସନ ସଚିବ ଥିଲେ। ୧୯୫୭ ବ୍ୟାଚ୍‌ରେ ଆଇଏଏସ୍‌ ଟପ୍ପର ଥିଲେ ଏମ୍‌.ଏମ୍‌ ରାଜେନ୍ଦ୍ରନ।

ଓଡ଼ିଶାର ରାଜ୍ୟପାଳ ଭାବେ ତାଙ୍କ କାର୍ଯ୍ୟାଳୟରେ ସେ ୩ଜଣ ମୁଖ୍ୟମନ୍ତ୍ରୀଙ୍କ ସହ କାର୍ଯ୍ୟ କରିଥିଲେ । ସମସ୍ତଙ୍କ ସହ ତାଙ୍କର ସୁସମ୍ପର୍କ ରହିଥିଲା । ସେ ୟୁନିସେଫର କାର୍ଯ୍ୟନିର୍ବାହୀ ବୋର୍ଡର ସଦସ୍ୟ ଓ ପ୍ରୋଗ୍ରାମ କମିଟିର ଉପାଧ୍ୟକ୍ଷ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ । 

ଏମ୍‌.ଏମ୍ ରାଜେନ୍ଦ୍ରଙ୍କ ଦେହାନ୍ତ ଖବର ପାଇବା ପରେ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ତା’ସହିତ ସ୍ୱର୍ଗତଃ ଏମ୍‌.ଏମ୍‌ ରାଜେନ୍ଦ୍ରନଙ୍କ ପରିବାର ଲୋକଙ୍କୁ ସେ ସମବେଦନା ଜଣାଇଛନ୍ତି। 

ସେହିପରି ଏମ୍‌.ଏମ୍ ରାଜେନ୍ଦ୍ରନଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ ସେବା ପାଇଁ ତାଙ୍କର ଯେଉଁ ସମର୍ପଣ ମନୋଭାବ ଥିଲା, ସେଥିପାଇଁ ସେ ସର୍ବଦା ମନେ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତା’ସହିତ ତାଙ୍କ ପରିବାର ଲୋକଙ୍କୁ ସେ ସମବେଦନା ଜଣାଇଛନ୍ତି।   

ସୂଚନାଯୋଗ୍ୟ, ନବୀନଙ୍କ ପ୍ରଥମ ପାଳିରେ ତାଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ ତତ୍କାଳୀନ ରାଜ୍ୟପାଳ ଏମ୍.ଏମ୍. ରାଜେନ୍ଦ୍ରନ୍।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story