ଆଖି ବୁଜିଲେ କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡି

ଓମେନ ଚାଣ୍ଡିଙ୍କ ମୃତ୍ୟୁ ନେଇ ତାଙ୍କ ପୁଅ ସୋଶାଲ ମିଡିଆରେ ସୂଚନା ଦେଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା।

Oommen Chandy

ଓମେନ ଚାଣ୍ଡି। (ଫାଇଲ ଫଟୋ)

Niharika Rout
  • Published: Tuesday, 18 July 2023
  • Updated: 18 July 2023, 08:02 AM IST

Sports

Latest News

ଆଖି ବୁଜିଲେ କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା। ଓମେନ ଚାଣ୍ଡିଙ୍କ ମୃତ୍ୟୁ ନେଇ ତାଙ୍କ ପୁଅ ସୋଶାଲ ମିଡିଆରେ ସୂଚନା ଦେଇଛନ୍ତି ।

ଅସୁସ୍ଥତା ହେତୁ ଓମେନ ଚାଣ୍ଡି ଦୀର୍ଘଦିନ ଧରି ଚିକିତ୍ସାଧିନ ଥିଲେ । ୨୦୧୯ ପରଠାରୁ ଅସୁସ୍ଥତା କାରଣରୁ ଓମେନ ଚାଣ୍ଡି ଚିକିତ୍ସିତ ହେଉଥିବା ବେଳେ ରବିବାର ତାଙ୍କୁ ବେଙ୍ଗାଲୁରୁକୁ ଏୟାରଲିଫ୍ଟ କରାଯାଇଥିଲା । ମାତ୍ର ସେଠାରେ ଡାକ୍ତରଙ୍କ ସମସ୍ତ ଚେଷ୍ଟା ସତ୍ତ୍ୱେ ବେଙ୍ଗାଲୁରୁରେ ତାଙ୍କର ପରଲୋକ ଘଟିଛି ।

Also Read

ଓମେନ ଚାଣ୍ଡି କଂଗ୍ରେସର ଜଣେ ବରିଷ୍ଠ ନେତା ହୋଇଥିବା ବେଳେ କେରଳରେ ଦୁଇଥର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଛନ୍ତି। । ସେ ୨୦୦୪ରୁ ୨୦୦୬ ମସିହା ପର୍ଯ୍ୟନ୍ତ ଓ ୨୦୧୧ରୁ ୨୦୧୬ ମସିହା ପର୍ଯ୍ୟନ୍ତ କେରଳ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ । ପ୍ରାୟ ୫ ଦଶନ୍ଧି ଧରି ରାଜନୀତିରେ ଚାଣ୍ଡିଙ୍କର ସକ୍ରିୟ ଭୂମିକା ଥିଲା ।

ଓମେନ ଚାଣ୍ଡିଙ୍କ ବିୟୋଗରେ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏନେଇ ଟ୍ୱିଟ କରି ସେ କହିଛନ୍ତି, ଆମର ରାଜନୈତିକ କ୍ୟାରିଅର ଏକସାଙ୍ଗେ ଆରମ୍ଭ ହୋଇଥିଲା । ଓମେନ୍ ଚାଣ୍ଡି ଜଣେ ଦକ୍ଷ ପ୍ରଶାସକ ଏବଂ ଏଭଳି ବ୍ୟକ୍ତିତ୍ୱ ଯିଏ ଲୋକଙ୍କ ସହ ଘନିଷ୍ଠ ଭାବରେ ଜଡିତ ଥିଲେ ବୋଲି ସେ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story