ଜେଲରେ ଥିବା ମୁକ୍ତାର ଅନସାରୀଙ୍କ ମୃତ୍ୟୁ

ଦୀର୍ଘ ଦିନ ହେଲା ଜେଲରେ ଥିବା ଅନସାରୀ ଆଜି ସନ୍ଧ୍ୟାରେ ହାର୍ଟ ଆଟାକର ସମ୍ମୁଖୀନ ହୋଇଥିଲେ।

ansari

ମୁକ୍ତାର ଅନସାରୀ (ଫାଇଲ ଫଟୋ)

Hemant Lenka
  • Published: Thursday, 28 March 2024
  • Updated: 28 March 2024, 10:47 PM IST

Sports

Latest News

ଗ୍ୟାଙ୍ଗଷ୍ଟରରୁ ରାଜନେତା ବନିଥିବା ଉତ୍ତର ପ୍ରଦେଶର ମୁକ୍ତାର ଅନସାରୀଙ୍କ ମୃତ୍ୟୁ ଘଟିଛି। ଦୀର୍ଘ ଦିନ ହେଲା ଜେଲରେ ଥିବା ଅନସାରୀ ଆଜି ସନ୍ଧ୍ୟାରେ ହାର୍ଟ ଆଟାକର ସମ୍ମୁଖୀନ ହୋଇଥିଲେ। ତାଙ୍କୁ ତୁରନ୍ତ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ରମଜାନ ଚାଲିଥିବାରୁ ଜେଲରେ ଥାଇ ମଧ୍ୟ ମୁକ୍ତାର ଉପବାସ କରିଥିଲେ। ଦିନ ତମାମ ଉପବାସ କରିଥିବା ବେଳେ ସେ ସନ୍ଧ୍ୟାରେ ଏହାକୁ ଭଙ୍ଗ କରିଥିଲେ। କିନ୍ତୁ ହଠାତ ସେ ଉପବାସ ଭଙ୍ଗ କରିବା ମାତ୍ରେ ଅସୁସ୍ଥତା ଅନୁଭବ କରିଥିଲେ। ସେ ତଳେ ବସି ପଡ଼ିବା ସହ ବାନ୍ତି କରିବା ଆରମ୍ଭ କରିଥିଲେ। ସମୟକ୍ରମେ ସେ ତାଙ୍କ ଅବସ୍ଥା ଆହୁରି ଖରାପ ହୋଇ ଯାଇଥିଲା। 

Also Read

ସେ ହାର୍ଟ ଆଟାକର ସାମନା କରିବାରୁ ତାଙ୍କୁ ବନ୍ଦା ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।ଉତ୍ତର ପ୍ରଦେଶର ମାଉ ନିର୍ବାଚନ ମଣ୍ଡଳୀରୁ ୫ ଥର ବିଧାୟକ ହୋଇଥିବା ମୁକ୍ତାର ଅନସାରୀଙ୍କ ନାଁରେ ବିଭିନ୍ନ ଥାନାରେ ୫୨ଟି କେସ୍‌ ରହିଥିଲା। ସେ ଏକାଧିକ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଆଉ କିଛି ବିଚାରାଧୀନ ରହିଥିଲା।  

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story