ସୀମାରେ ଗୁଳିମାଡ଼ କଲା ପାକିସ୍ତାନ, ଦୃଢ଼ ଜବାବ ଦେଲା ଭାରତ

ପାକିସ୍ତାନ ରେଞ୍ଜର୍ସଙ୍କ ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଙ୍ଘନ କରାଯାଇଥିଲା। ଏହାର ଜବାବ ମଧ୍ୟ ବିଏସ୍‌ଏଫ ଯବାନଙ୍କ ପକ୍ଷରୁ ଦିଆଯାଇଥିଲା।

BSF

representational image

Hemant Lenka
  • Published: Wednesday, 14 February 2024
  • Updated: 14 February 2024, 08:04 PM IST

Sports

Latest News

କିଛି ଦିନର ବ୍ୟବଧାନ ପରେ ସୀମାରେ ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ। ଜମ୍ମୁ ସ୍ଥିତ ଅନ୍ତର୍ଜାତୀୟ ସୀମାରେ ପାକିସ୍ତାନ ସେନା ପକ୍ଷରୁ ଗୁଳିମାଡ଼ କରାଯାଇଛି। ସୀମାରେ ମୁତୟନ ହୋଇଥିବା ବିଏସ୍‌ଏଫ ଯବାନଙ୍କୁ ଟାର୍ଗେଟ କରି ହୋଇଥିବା ଗୁଳି ମାଡ଼ରେ ଭାରତର କୌଣସି ପ୍ରକାରର କ୍ଷୟକ୍ଷତି ହୋଇନାହିଁ।

Also Read

ସେନା ପକ୍ଷରୁ କୁହାଯାଇଛି ଯେ ପାକିସ୍ତାନ ରେଞ୍ଜର୍ସଙ୍କ ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଙ୍ଘନ କରାଯାଇଥିଲା। ଏହାର ଜବାବ ମଧ୍ୟ ବିଏସ୍‌ଏଫ ଯବାନଙ୍କ ପକ୍ଷରୁ ଦିଆଯାଇଥିଲା। ସନ୍ଧ୍ୟା ୫.୫୦ରେ ଆରମ୍ଭ ହୋଇଥିବା ଗୁଳି ବିନିମୟ ଦୀର୍ଘ ୨୦ ମିନିଟ ଧରି ଚାଲିଥିଲା। ଏବେ ପରିସ୍ଥିତି ସ୍ୱାଭାବିକ ଥିବା ସେନା ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story