ସୁପ୍ରିମକୋର୍ଟଙ୍କ ଅବମାନନା ନୋଟିସ୍ ପରେ କ୍ଷମା ମାଗିଲା 'ପତଞ୍ଜଳି'

ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ତଥା ଯୋଗ ଗୁରୁ ରାମଦେବଙ୍କ ସହଯୋଗୀ ଆଚାର୍ଯ୍ୟ ବାଳକୃଷ୍ଣ କମ୍ପାନୀ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି।

Representative Image PhotoPatanjali Store

ପତଞ୍ଜଳି ଷ୍ଟୋର୍

Debibandita Barick
  • Published: Thursday, 21 March 2024
  • Updated: 21 March 2024, 10:48 AM IST

Sports

Latest News

ସୁପ୍ରିମକୋର୍ଟଙ୍କ ନୋଟିସ୍ ପରେ କ୍ଷମା ମାଗିଲା ପତଞ୍ଜଳି। ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ତଥା ଯୋଗ ଗୁରୁ ରାମଦେବଙ୍କ ସହଯୋଗୀ ଆଚାର୍ଯ୍ୟ ବାଳକୃଷ୍ଣ କମ୍ପାନୀ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। କମ୍ପାନୀ ବିଭ୍ରାନ୍ତିକର ବିଜ୍ଞାପନ ଦେଉଥିବା ନେଇ ଗତକାଲି ସୁପ୍ରିମକୋର୍ଟ ପତଞ୍ଜଳିକୁ ନୋଟିସ୍ ପଠାଇଥିଲେ।

ଆଜି ପତଞ୍ଜଳି ପକ୍ଷରୁ ଏନେଇ କୋର୍ଟରେ ଏକ ଆଫିଡେଭିଟ୍ ଦାଖଲ କରାଯାଇଛି। ଆଫିଡେଭିଟ୍‌ରେ କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ବାଳକୃଷ୍ଣ କହିଛନ୍ତି ଯେ, ଆଇନ ଶୃଙ୍ଖଳା ପ୍ରତି ତାଙ୍କର ଯଥେଷ୍ଟ ସମ୍ମାନ ରହିଛି। ଭବିଷ୍ୟତରେ ଏଭଳି ବିଜ୍ଞାପନ ପ୍ରକାଶ ନ କରିବା ପାଇଁ କମ୍ପାନୀ ପ୍ରତିଶୃତି ଦେଉଛି। 

ସେ ଆହୁରି କହିଛନ୍ତି, କମ୍ପାନୀର ଉଦ୍ଦେଶ୍ୟ ହେଉଛି ପତଞ୍ଜଳିର ଉତ୍ପାଦ ବ୍ୟବହାର କରି ଲୋକମାନଙ୍କୁ ସୁସ୍ଥ ଜୀବନଯାପନ ପ୍ରତି ଉତ୍ସାହିତ କରିବା। ପୁରଣା ଶିକ୍ଷା ପଦ୍ଧତି ଏବଂ ସାମଗ୍ରୀ ବ୍ୟବହାର ତଥା ଆୟୁର୍ବେଦିକ ଅନୁସନ୍ଧାନରେ ପ୍ରସ୍ତୁତ ସାମଗ୍ରୀର ବ୍ୟବହରକୁ ଗୁରୁତ୍ୱ ଦେବା କମ୍ପାନୀର ଲକ୍ଷ୍ୟ ବୋଲି ସେ କହିଛନ୍ତି। 

Also Read

ପ୍ରକାଶ ଥାଉ କି, ପତଞ୍ଜଳି ନିଜର ସାମଗ୍ରୀ ଉପରେ ବିଭ୍ରାନ୍ତିକର ବିଜ୍ଞାପନ ଛାପିବାକୁ ନେଇ ଗତକାଲି ସୁପ୍ରିମକୋର୍ଟ ଏକ ଅବମାନନା ନୋଟିସ୍ ପଠାଇଥିଲେ। ଜଷ୍ଟିସ ହିମା କୋହଲି ଏବଂ ଜଷ୍ଟିସ ଏହସାନଉଦ୍ଦିନ ଅମାନଉଲ୍ଲାଙ୍କ ବେଞ୍ଚ ଏ ଉପରେ ବିଚାର କରି ବାଳକୃଷ୍ଣ ଏବଂ ରାମଦେବଙ୍କୁ ଏପ୍ରିଲ ୨ରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। 

କୋର୍ଟଙ୍କ କହିବା କଥା, ପତଞ୍ଜଳି ସୁପ୍ରିକୋର୍ଟଙ୍କ ନିର୍ଦ୍ଦେଶକୁ ଉଲ୍ଲଘଂନ କରିଛି। କମ୍ପାନୀ ବିଭ୍ରାନ୍ତକର ବିଜ୍ଞାପନ ଛାପିବ ନାହିଁ ବୋଲି ୨୧ ନଭେମ୍ବର ୨୦୨୩ରେ ପ୍ରତିଶୃତି ଦେଇଥିଲା, କିନ୍ତୁ ଏହାକୁ ପାଳନ କରିନାହିଁ। ଉଚ୍ଚ ରକ୍ତଚାପ, ମଧୁମେହ, ଆଣ୍ଠୁ ଗଣ୍ଠି ଯନ୍ତ୍ରଣା, ଆସ୍ଥମା ଓ ସମ୍ପୂର୍ଣ୍ଣ ମୋଟାପଣକୁ ଦୂର କିରବା ପାଇଁ ଆପଣ କିଭଳି ଦାବି କରିପାରୁଛନ୍ତି ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି। ଏଲୋପାଥି ଭଳି ଅନ୍ୟ କୌଣସି ଚିକିତ୍ସା ପଦ୍ଧତିକୁ ମଧ୍ୟ ସମାଲୋଚନା କରିପାରିବେ ନାହିଁ ବୋଲି କୋର୍ଟ କହିଛନ୍ତି। ଏପ୍ରିଲ ୨ରେ ଏ ଉପରେ ପରବର୍ତ୍ତୀ ଶୁଣାଣି କରାଯିବ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story