‘ମୁଁ ପୂର୍ବ ଜନ୍ମରେ ପଶ୍ଚିମବଙ୍ଗରେ ଜନ୍ମ ହୋଇଥିଲି’

‘ପଶ୍ଚିମବଙ୍ଗବାସୀଙ୍କ ଏତେ ଭଲ ପାଇବା ଦେଖି ମୋ’ ହୃଦୟ ତରଳି ଯାଉଛି। କାରଣ ଏତେ ଭଲ ପାଇବା ମୁଁ କେବେ ମୋ’ ଜୀବନରେ ପାଇନି।’

PM Modi

ଜନସଭାକୁ ସମ୍ବୋଧନ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Niharika Rout
  • Published: Friday, 26 April 2024
  • Updated: 26 April 2024, 12:27 PM IST

Sports

Latest News

‘ପଶ୍ଚିମବଙ୍ଗବାସୀଙ୍କ ଏତେ ଭଲ ପାଇବା ଦେଖି ମୋ’ ହୃଦୟ ତରଳି ଯାଉଛି। କାରଣ ଏତେ ଭଲ ପାଇବା ମୁଁ କେବେ ମୋ’ ଜୀବନରେ ପାଇନି। ଏପରି ଲାଗୁଛି ଯେପରି ପୂର୍ବ ଜନ୍ମରେ ମୁଁ ପଶ୍ଚିମ ବଙ୍ଗରେ ଜନ୍ମ ହୋଇଥିଲି, ନଚେତ ଆସନ୍ତା ଜନ୍ମରେ ପଶ୍ଚିମବଙ୍ଗର କେଉଁ ମା’ କୋଳରେ ଜନ୍ମ ହେବି। ’

ଆଜି ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ମାଲଦାରେ ପ୍ରଚାର କରୁଛନ୍ତି। ମାଲଦାରେ ଏକ ନିର୍ବାଚନ ରାଲିକୁ ସମ୍ବୋଧନ କରି ମୋଦି କହିଛନ୍ତି, ଏପରି ଏକ ସମୟ ଥିଲା ଯେବେ ପଶ୍ଚିମବଙ୍ଗ ଭାରତର ବିକାଶର ଇଞ୍ଜିନ ଥିଲା। କିନ୍ତୁ ଏବେ ଆଉ ସେ ସମୟ ନାହିଁ।

ପୂର୍ବରୁ ବାମ ଦଳ ଓ ଏବେ ତୃଣମୂଳ କଂଗ୍ରେସ ପାର୍ଟି ଏହି ରାଜ୍ୟର ମହାନତାକୁ ମାଟିରେ ମିଶାଇ ସାରିଲେଣି। ସେମାନଙ୍କ ଯୋଗୁ ରାଜ୍ୟର ବିକାଶ ଗାଡ଼ି ଠପ୍‌ ହୋଇ ଗଲାଣି।

Also Read

ମମତା ବାନାର୍ଜୀ ସରକାର ଅମଳରେ ରାଜ୍ୟର ବିକାଶଧାରା ସମ୍ପୂର୍ଣ୍ଣ ଠପ୍‌ ହୋଇ ଯାଇଛି। ମମତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ ଏଠାରେ କେବଳ ଗୋଟିଏ ଘଟଣା ଘଟିଛି । ତାହା ହେଉଛି ହଜାରେ କୋଟିର ଦୁର୍ନୀତି। ଏଠାରେ ଏବେ କେବଳ ଭ୍ରଷ୍ଟାଚାରୀଙ୍କ ରାଜ୍‌ ଚାଲିଛି।

ପଶ୍ଚିମବଙ୍ଗକୁ ଏହି ଦୁର୍ଦ୍ଦିନରୁ ମୁକୁଳାଇବାକୁ ହେଲେ ରାଜ୍ୟରେ ଡବଲ ଇଞ୍ଜିନ ସରକାର ଆବଶ୍ୟକ ବୋଲି ଆହ୍ୱାନ ଦେଇଛନ୍ତି ମୋଦି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story