ପ୍ରଧାନମନ୍ତ୍ରୀ ମୋଦିଙ୍କ ବର୍ଷର ଶେଷ ‘ମନ୍‌ କି ବାତ୍‌’

ମନ୍ କି ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ମନର କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Manoj Swain
  • Published: Sunday, 31 December 2023
  • Updated: 31 December 2023, 03:50 PM IST

Sports

Latest News

ମନ୍ କି ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ମନର କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ଥିଲା ମୋଦିଙ୍କର ବର୍ଷର ଶେଷ 'ମନ୍‌ କି ବାତ୍‌'। ଏହି ଅବସରରେ ଦେଶବାସୀ ୨୦୨୪ ନବ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ନୂଆବର୍ଷରେ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ସହ ସଫଳତା କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos