ପ୍ରତ୍ୟର୍ପଣ ଦାବି ଭିତରେ ଶେଖ ହସିନାଙ୍କ ଭିସା ଅବଧି ବଢ଼ାଇଲା ଭାରତ

ଡିସେମ୍ବର ୨୩ରେ ବାଂଲାଦେଶର ଅନ୍ତରୀଣ ସରକାର ବିଧିବଦ୍ଧ ଭାବେ ଭାରତକୁ ହସିନାଙ୍କ ପ୍ରତ୍ୟର୍ପଣ ପାଇଁ ଚିଠି ଲେଖିଥିଲେ। କିନ୍ତୁ ଏଯାଏ ଭାରତ ସରକାର ଏହା ଉପରେ କୌଣସି ନିଷ୍ପତ୍ତି ନେଇ ନାହାନ୍ତି।

PM Modi

ଶେଖ ହସିନା ଓ ପ୍ରଧାନମନ୍ତ୍ରୀ ମୋଦି (ଫାଇଲ ଫଟୋ)

Hemant Lenka
  • Published: Wednesday, 08 January 2025
  • Updated: 08 January 2025, 03:33 PM IST

Sports

Latest News

ବିକ୍ଷୋଭ ଭୟରେ ଦେଶ ଛାଡ଼ି ଭାରତରେ ଆଶ୍ରୟ ନେଇଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଭିସା ଅବଧି ବୃଦ୍ଧି କରାଯାଇଛି। ଅଗଷ୍ଟ ମାସରୁ ଭାରତରେ ଆଶ୍ରୟ ନେଇଥିବା ହସିନାଙ୍କୁ ପ୍ରତ୍ୟର୍ପଣ ପାଇଁ ବାଂଲାଦେଶର ଅନ୍ତରୀଣ ସରକାର ନୂଆଦିଲ୍ଲୀକୁ କହି ଆସୁଛନ୍ତି। ଏପରି ସ୍ଥିତିରେ ଆଜି ଭାରତ ସରକାର ହସିନାଙ୍କ ଭିସା ଅବଧି ବୃଦ୍ଧି କରି ଦେଇଛନ୍ତି। ଏହାର ଅର୍ଥ ଭିସା ଅବଧି ଶେଷ ହେବା ଯାଏ ହସିନା ଭାରତରେ ରହିପାରିବେ।

ତେବେ ହସିନାଙ୍କୁ ଭାରତରେ ରାଜନୀତିକ ଆଶ୍ରୟ ଦିଆଯାଇଥିବା ଦାବିକୁ ସରକାରୀ ସୂତ୍ରରେ ଖଣ୍ଡନ କରାଯାଇଛି। ଭିସା ଅବଧି ବୃଦ୍ଧି କରିବାର ଅର୍ଥ ନୁହେଁ ଯେ କାହାକୁ ଶରଣ ଦେବା। ଏହା ସଂପୂର୍ଣ୍ଣ ଭାବେ ଏବେ ବୈଷୟିକ ଅବଧି ବୃଦ୍ଧି। ଏହାକୁ ଆଉ କୌଣସି କ୍ଷେତ୍ର ସହ ଯୋଡ଼ିବାର ଆବଶ୍ୟକ ନଥିବା ଏହି ସୂତ୍ରରେ କୁହାଯାଇଛି।

Also Read

ଗତବର୍ଷ ଅଗଷ୍ଟ ମାସରେ ବାଂଲାଦେଶରେ ଭୟଙ୍କର ଶିକ୍ଷାର୍ଥୀ ବିକ୍ଷୋଭ ଦେଖାଯାଇଥିଲା। ବିକ୍ଷୋଭ ହିଂସାର ରୂପ ନେବାରୁ ହସିନା ଗୁପ୍ତ ଭାବେ ଭାରତ ଚାଲି ଆସିଥିଲେ। ସେବେଠାରୁ ସେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଦିଲ୍ଲୀର କୌଣସି ସେଫ ହାଉସରେ ରହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story