ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲା: ସିବିଆଇ ତଦନ୍ତ ଉପରେ ଲାଗିଲା ରୋକ୍‌

ନିକଟରେ ପଶ୍ଚିମଙ୍ଗବର ଶିକ୍ଷକ ନିଯୁକ୍ତ ଦୁର୍ନୀତି ମାମଲାରେ ସିବିଆଇ ତଦନ୍ତ ପାଇଁ କଲିକତା ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

Supreme Court and Mamata-Banerjee

ସୁପ୍ରିମ କୋର୍ଟ ଓ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

Madhupriya Mistry
  • Published: Monday, 29 April 2024
  • Updated: 29 April 2024, 05:24 PM IST

Sports

Latest News

ବେଆଇନ୍‌ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ମମତା ସରକାରଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି। ପଶ୍ଚିମବଙ୍ଗରେ ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀଙ୍କ ୨୪ ହଜାର ନିଯୁକ୍ତି ରଦ୍ଦ କରିବା ମାମଲାରେ ସୁପ୍ରିମକୋର୍ଟ ଏକ ବଡ ରୟ ଦେଇଛନ୍ତି। ଏହି ମାମଲାରେ ସିବିଆଇ ତଦନ୍ତ ଉପରେ କୋର୍ଟ ରୋକ୍‌ ଲଗାଇଛନ୍ତି।

ନିକଟରେ ପଶ୍ଚିମଙ୍ଗବର ଶିକ୍ଷକ ନିଯୁକ୍ତ ଦୁର୍ନୀତି ମାମଲାରେ ସିବିଆଇ ତଦନ୍ତ ପାଇଁ କଲିକତା ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ତେବେ ଏହାକୁ ଚ୍ୟାଲେଞ୍ଜ କରି ମମତା ବାନାର୍ଜୀ ସରକାର ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ଆଜି ଏହି ମାମଲାର ଶୁଣାଣି କରି କୋର୍ଟ ସିବିଆଇ ତଦନ୍ତ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ରୋକ୍ ଲଗାଇ ଦେଇଛନ୍ତି। ଆସନ୍ତା ମେ' ୬ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Also Read

ଗତ ସୋମବାର କଲିକତା ହାଇକୋର୍ଟ ୨୦୧୬ରେ ପଶ୍ଚିମବଙ୍ଗରେ ହୋଇଥିବା ଶିକ୍ଷକ ନିଯୁକ୍ତୁ ରଦ୍ଦ କରିଥିଲେ। ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ସହାୟତା ପ୍ରାପ୍ତ ବିଦ୍ୟାଳୟରେ ରାଜ୍ୟସ୍ତରୀୟ ଚୟନ ପରୀକ୍ଷା-୨୦୧୬ର ଚୟନ ପ୍ରକ୍ରିୟା ଅମାନ୍ୟ ଘୋଷଣା କରିଥିଲେ। ଏଥିସହ ୨୪,୦୦୦ ଶିକ୍ଷକଙ୍କୁ ନିଯୁକ୍ତିକୁ ରଦ୍ଧ କରିବାକୁ ଘୋଷଣା କରିଥିଲେ। କେବଳ ସେତିକି ନୁହେଁ ୨୦୧୬ରୁ ସ୍କୁଲରେ ଚାକିରି ପାଇଥିବା ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କୁ ମିଳିଥିବା ଦରମା ଫେରାଇବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲେ।

ଜଷ୍ଟିସ୍‌ ଦେବାଙ୍ଗସୁ ବସାକ ଓ ଜଷ୍ଟିସ୍‌ ମୋହମ୍ମଦ ଶବ୍ବାର ରାଶିଦଙ୍କ ଖଣ୍ଡପୀଠ ଏହି ମାମଲାରେ ସିବିଆଇ ତଦନ୍ତ କରି ତିନି ମାସ ଭିତରେ ରିପୋର୍ଟ ଦାଖଲ କରିବାକୁ କହିଥିଲେ। ଏଥିସହ ପଶ୍ଚିମବଙ୍ଗ ସରକାରଙ୍କୁ ନୂଆ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story