/odisha-reporter/media/post_attachments/uploads/2015/12/angol1.jpg)
angol
ଅନୁଗୋଳ: ଅନୁଗୋଳ ଥାନା ଛକରେ ଆଜି ଏକ ମର୍ମନ୍ତୁଦ କାର ଦୁର୍ଘଟଣା ଘଟି ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଅନୁଗୋଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକମାନେ ହେଉଛନ୍ତି ଦେବବ୍ରତ ନାୟକ ଏବଂ ସୁନୀଲ ଟୁଡୁ। କାରଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯିବାରୁ ଏହି ଦୁର୍ଘଟଣା ଘଟିଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
