ଆଜି ସାରା ରାଜ୍ୟରେ ବିଜୁବାବୁଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଉଛି। ହେଲେ ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ୍ ଅଧୀନ ଘୁମୁସର ନୂଆଗାଁରେ ଥିବା ବିଜୁ ବାବୁଙ୍କ ପୈତୃକ ବାସଗୃହ ଆଜି ବି ଅବହେଳିତ ଅବସ୍ଥାରେ ରହିଛି। ବିଜୁବାବୁ ତାଙ୍କ ଜୀବନରେ ଅନେକ ସମୟ କଟିଥିବା ପୈତୃକ ଗାଁ ଓ ଘର କଥା ଯେପରି ପ୍ରଶାସନ ଭୁଲିଯାଇଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଶିମିଳିପାଳରୁ ଯାଇ ଝାରଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନତ’
ବାଘୁଣୀକୁ ଉତ୍ତର ଶିମିଳିପାଳରେ ଛଡ଼ାଯାଇଥିବା ବେଳେ ସେ ଏବେ ଯାଇ ଝାରଖଣ୍ଡ ଜଙ୍ଗଲରେ ପହଞ୍ଚିଛି। ଝାରଖଣ୍ଡ ଯାଇ ଏକ ସ୍ୱତନ୍ତ୍ର ଟିମ୍ ‘ଜିନତ’ ଉପରେ ନଜର ରଖିଛନ୍ତି।
Politics
ବିଧାନସଭାରେ ଦୁଇ କଂଗ୍ରେସ ବିଧାୟକ କଥା କଟାକଟି
ପ୍ରଶ୍ନକାଳରେ କଂଗ୍ରେସ ବିଧାୟକ ସିଏସ୍ ରାଜନ ଏକ୍କା ଏବଂ ଦାଶରଥୀ ଗମାଙ୍ଗଙ୍କ ମଧ୍ୟରେ କଥା କଟାକଟି। ତାରା କହିଲେ ଦଳରେ ଆଉ ଶୃଙ୍ଖଳା ନାହିଁ।
Crime
ବ୍ୟବସାୟୀଙ୍କଠାରୁ ଝାମ୍ପି ନେଲେ ଅଧ କେଜିରୁ ଅଧିକ ସୁନା ଅଳଙ୍କାର
ରାସ୍ତାକଡ଼ରେ ଲାଗିଥିବା ସିସିଟିଭିରେ ଲୁଟ୍ ସମୟର ଦୃଶ୍ୟ କଏଦ ହୋଇଛି।
Politics
ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ସୁଜିତ କୁମାର
ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।
Miscellaneous
ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ
ଭଦ୍ରକ ସମେତ ସମସ୍ତ ୩୦ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ନେଇ ଗୃହରେ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଖୁବଶୀଘ୍ର ୫ ହଜାର ଡାକ୍ତର ଓ ୩ ହଜାର ପାରାମେଡିକାଲ ଷ୍ଟାଫ୍ ନିଯୁକ୍ତି ପାଇଁ ବାହାରିବ ବିଜ୍ଞାପନ।