ପୋଖରୀରେ ବୁଡ଼ି କାଉଡ଼ିଆଙ୍କ ମୃତ୍ୟୁ

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ସଦର ଥାନା ଅନ୍ତର୍ଗତ ବାଟ ମଙ୍ଗଳା ମନ୍ଦିର ନିକଟ ଏକ ପୋଖରୀରେ ବୁଡ଼ି ଜଣେ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ କମଳାକାନ୍ତ ପାଢ଼ୀ। ସେ ଭୁବନେଶ୍ୱରରୁ ଆସିଥିଲେ। ଆଉ ୨ ଜଣ ସାଥୀଙ୍କ ସହ ସେ ପୋଖରୀ ଭିତରକୁ ଯାଇଥିବା ବେଳେ ହଠାତ୍ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରିଥିଲେ। କମଳାକାନ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାଙ୍କୁ ପୁରୀ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ […]

death

death

Jitendra Garnayak
  • Published: Monday, 20 August 2018
  • Updated: 20 August 2018, 06:42 AM IST

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ସଦର ଥାନା ଅନ୍ତର୍ଗତ ବାଟ ମଙ୍ଗଳା ମନ୍ଦିର ନିକଟ ଏକ ପୋଖରୀରେ ବୁଡ଼ି ଜଣେ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ କମଳାକାନ୍ତ ପାଢ଼ୀ।

ସେ ଭୁବନେଶ୍ୱରରୁ ଆସିଥିଲେ। ଆଉ ୨ ଜଣ ସାଥୀଙ୍କ ସହ ସେ ପୋଖରୀ ଭିତରକୁ ଯାଇଥିବା ବେଳେ ହଠାତ୍ ବୁଡ଼ି ଯାଇଥିଲେ।

ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରିଥିଲେ। କମଳାକାନ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାଙ୍କୁ ପୁରୀ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆଜି ବ୍ୟବଚ୍ଛେଦ ପରେ ତାଙ୍କ  ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ୍‌ କହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story