ଇଟା ଭାଟି ମାଲିକଙ୍କୁ ପଥରରେ ଛେଚି ହତ୍ୟା!

କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): ଇଟା ଭାଟି ମାଲିକଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଦୁର୍ବୃତ୍ତ ମାନେ ପଥରରେ ତାଙ୍କ ମୁଣ୍ଡକୁ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ହତ୍ୟାକାଣ୍ଡ କେନ୍ଦ୍ରାପଡା ଜିଲ୍ଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଖରନାସୀ ଗାଁରେ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ପାତାପାଟ ଗାଁର ଦୀନେଶ ବୈଦ। ଦୀନେଶ ଖରନାସୀ ଠାରେ ଇଟାଭାଟି କରି ଇଟା ବ୍ୟବସାୟ କରୁଥିଲେ। ଗତ ରାତିରେ ଭାଟିର କାମ କରୁଥିବା ଶ୍ରମିକଙ୍କ ସହିତ ଭୋଜିର […]

murder

murder

Tapaswini Nayak
  • Published: Monday, 28 November 2022
  • Updated: 28 November 2022, 10:23 AM IST

Sports

Latest News

କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): ଇଟା ଭାଟି ମାଲିକଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଦୁର୍ବୃତ୍ତ ମାନେ ପଥରରେ ତାଙ୍କ ମୁଣ୍ଡକୁ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ହତ୍ୟାକାଣ୍ଡ କେନ୍ଦ୍ରାପଡା ଜିଲ୍ଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଖରନାସୀ ଗାଁରେ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ପାତାପାଟ ଗାଁର ଦୀନେଶ ବୈଦ।

ଦୀନେଶ ଖରନାସୀ ଠାରେ ଇଟାଭାଟି କରି ଇଟା ବ୍ୟବସାୟ କରୁଥିଲେ। ଗତ ରାତିରେ ଭାଟିର କାମ କରୁଥିବା ଶ୍ରମିକଙ୍କ ସହିତ ଭୋଜିର ଆୟୋଜନ କରିଥିଲେ। ଭୋଜି ଖାଇ ରାତିରେ ଘରକୁ ନ ଫେରି ଭାଟିରେ ରହିଥିଲେ। ଆଜି ସକାଳେ ଇଟା ଭାଟି ପରିସରରେ ଦୀନେଶଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ଦିନେଶଙ୍କ ପରିବାର ଲୋକ ଓ ପୁଲିସକୁ ଖବର ଦେଇଥିଲେ।

ପୁଲିସ ପହଞ୍ଚି ମୃତଦେହକୁ  ଉଦ୍ଧାର କରି ଘଟଣାର ତଦନ୍ତ କରୁଛି। ଦିନେଶଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଥିଲା। ତାଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରାଯାଇଥିବା  ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ ଜମ୍ବୁ ସାମୁଦ୍ରିକ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story