/odisha-reporter/media/post_attachments/uploads/2016/05/bus-1.jpg)
bus
ଯାଜପୁର: ଯାଜପୁର ଜିଲ୍ଲା କୁଆଖିଆ ଥାନା ଅନ୍ତର୍ଗତ ମୂଳାପାଳ ନିକଟରେ ଗତକାଲି ରାତି ପ୍ରାୟ ଦୁଇଟା ବେଳେ ଏକ ତୀର୍ଥ ଯାତ୍ରୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ଧର୍ମଶାଳା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯିବା ସହ ୧୨ ଜଣ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
Advertisment
ବସ୍ରେ ୪୦ ଜଣ ତୀର୍ଥଯାତ୍ରୀ ଥିଲେ। ସେମାନେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଜିଲ୍ଲାର ବାସିନ୍ଦା। ସେମାନେ ତୀର୍ଥଯାତ୍ରାରେ କାଶୀ ଯାଉଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
