ଡିସେମ୍ବର ୯ରୁ ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା ଖାତା ଦେଖା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଶେଷ ହେଲା ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା । ଡିସେମ୍ବର ୯ରୁ ଆରମ୍ଭ ହେବ ମୂଲ୍ୟାୟନ। ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖିବେ ୧୨ ହଜାର ୪୫୦ ଶିକ୍ଷକ। ସକାଳ ୯ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖାତା ଦେଖା ହେବ । ୧୦ ଦିନରେ ଖାତା ଦେଖା ସାରିବା ଲକ୍ଷ୍ୟ ରଖା ଯାଇଥିବା କହିଛନ୍ତି ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି। ଚଳିତ ବର୍ଷ ୫ ଲକ୍ଷ ୪୦ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ୩୦୨୯ଟି […]

MATRIC

MATRIC

Niharika Rout
  • Published: Wednesday, 30 November 2022
  • Updated: 30 November 2022, 01:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଶେଷ ହେଲା ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା । ଡିସେମ୍ବର ୯ରୁ ଆରମ୍ଭ ହେବ ମୂଲ୍ୟାୟନ। ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖିବେ ୧୨ ହଜାର ୪୫୦ ଶିକ୍ଷକ। ସକାଳ ୯ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖାତା ଦେଖା ହେବ । ୧୦ ଦିନରେ ଖାତା ଦେଖା ସାରିବା ଲକ୍ଷ୍ୟ ରଖା ଯାଇଥିବା କହିଛନ୍ତି ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି।

ଚଳିତ ବର୍ଷ ୫ ଲକ୍ଷ ୪୦ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ୩୦୨୯ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି। ସେହିପରି ମଧ୍ୟମାରେ ୨ ହଜାର ୯୧୪ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ ଟି କେନ୍ଦ୍ର ଥିବା ବେଳେ ଓପନ୍ ସ୍କୁଲ ସାର୍ଟିଫିକେଟ ପାଇଁ ୭୧୮୧ ଜଣ ପରୀକ୍ଷାର୍ଥୀ ୧୪୬ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି।

ଦଶମ ଛାତ୍ରଛାତ୍ରୀଙ୍କ ପାଇଁ ବେଶ୍ ଗୁରୁତ୍ୱ ବହନ କରୁଥିବା ଏହି ପରୀକ୍ଷାକୁ ସୁରୁଖୁରୁରେ କରିବା ପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାଡ ଗଠନ ହୋଇଥିଲା। ପରୀକ୍ଷା କେନ୍ଦ୍ର ଭିତରକୁ ମୋବାଇଲ୍ ନେବାକୁ ଅନୁମତି ଦିଆଯାଇ ନ ଥିଲା। ପରୀକ୍ଷାର୍ଥୀ କେବଳ ପେନ ଓ ଆଡମିଟ କାର୍ଡ ବ୍ୟତୀତ ଅନ୍ୟ କିଛି ନେବେନି ବୋଲି କହିଥିଲେ ବୋର୍ଡ ସଭାପତି।

ଚଳିତଥର ସମ୍ମେଟିଭ-ଓ୍ୱାନ୍ ଓ ସମ୍ମେଟିଭ-ଟୁ ପରୀକ୍ଷା ସହ ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷାରୁ ପରୀକ୍ଷାର୍ଥୀଙ୍କ ମାର୍କର ମୂଲ୍ୟାଙ୍କନ କରାଯିବ। ତେଣୁ ଏହି ପରୀକ୍ଷା ଛାତ୍ରଛାତ୍ରୀଙ୍କ ପାଇଁ ବେଶ୍‌ ଗୁରୁତ୍ୱ ବହନ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story