ଓଲଟି ପଡ଼ିଲା ବସ୍‌; ବ୍ୟାଙ୍କ ମ୍ୟାନେଜର ମୃତ, ୪ ଆହତ

ନୟାଗଡ଼(ଓଡ଼ିଶା ରିପୋର୍ଟର): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଗୋଡିବିଡା ଠାରେ ଗତକାଲି ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ଜଣଙ୍କ ହେଲେ ଦଶପଲ୍ଲା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାର ମ୍ୟାନେଜର କଲ୍ୟାଣୀ ପଣ୍ଡା। ଆହତମାନଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ଭଞ୍ଜନଗରରୁ କାଳେଶ୍ୱର ନାମକ ଯାତ୍ରୀବାହୀ […]

accident

accident

Tapaswini Nayak
  • Published: Thursday, 06 October 2022
  • Updated: 06 October 2022, 01:44 PM IST

Sports

Latest News

ନୟାଗଡ଼(ଓଡ଼ିଶା ରିପୋର୍ଟର): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଗୋଡିବିଡା ଠାରେ ଗତକାଲି ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ଜଣଙ୍କ ହେଲେ ଦଶପଲ୍ଲା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାର ମ୍ୟାନେଜର କଲ୍ୟାଣୀ ପଣ୍ଡା। ଆହତମାନଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ ଭଞ୍ଜନଗରରୁ କାଳେଶ୍ୱର ନାମକ ଯାତ୍ରୀବାହୀ ବସ୍‌ ଦଶପଲ୍ଲା ଆସୁଥିଲା। ଦଶପଲ୍ଲା ଥାନା ଗୋଡିବିଡାଠାରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ି ଥିଲା। ଦଶପଲ୍ଲା ପୁଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ‌ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।  ଘଟଣାସ୍ଥଳରେ ଦଶପଲ୍ଲା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାର ମ୍ୟାନେଜର କଲ୍ୟାଣୀ ପଣ୍ଡାଙ୍କର ମୃତ୍ୟୁ ଘଟିଥିଲା। ବସ୍‌ରେ ୪୦ରୁ ଅଧିକ ଯାତ୍ରୀ ଥିଲେ।  ପୁଲିସ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story