ସ୍ନାନ ପୂର୍ଣ୍ଣିମାରେ ଅଘଟଣ, ଚାଲିଗଲା ଭକ୍ତଙ୍କ ଜୀବନ

ଅମ୍ବାଲାଲଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଥିଲା ବୋଲି ଡାକ୍ତର ସୂଚନା ଦେଇଛନ୍ତି।

puri temple PhotoOR

ଶ୍ରୀମନ୍ଦିର

Tapaswini Nayak
  • Published: Sunday, 04 June 2023
  • Updated: 04 June 2023, 02:12 PM IST

Sports

Latest News

ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ଅଘଟଣ ଘଟିଯାଇଛି। ଜଣେ ଭକ୍ତଙ୍କ ମୃତ୍ୟୁ ଘଟିଥିବା ଖବର ଆସିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ରାଜସ୍ଥାନର ଅମ୍ବାଲାଲ।

ଅମ୍ବାଲାଲ ନିଜ ପରିବାର ସହ ସ୍ନାନ ପୂର୍ଣ୍ଣିମୀ ଦେଖିବାକୁ ଆସିଥିଲେ। ସ୍ନାନ ମଣ୍ଡପ ସମ୍ମୁଖରେ ତାଙ୍କ ମୁଣ୍ଡ ବୁଲାଇବାରୁ ସେ ହଠାତ୍ ତଳେ ପଡ଼ି ଯାଇଥିଲେ। ଅମ୍ବାଲାଲଙ୍କୁ ପୁଲିସ ଉଠାଇ ପ୍ରାରମ୍ଭିକ ଚିକିତ୍ସା ପ୍ରଦାନ କରିଥିଲା। ଏପରିକି ସିପିଆର୍ ବି ଦିଆଯାଇଥିଲା। କିନ୍ତୁ ଅବସ୍ଥା ଗୁରୁତର ହେବାରୁ  ତାଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Also Read

ଅମ୍ବାଲାଲଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଥିଲା ବୋଲି ଡାକ୍ତର ସୂଚନା ଦେଇଛନ୍ତି। ଅମ୍ବାଲାଲ ଯକ୍ଷ୍ମା ରୋଗରେ ଆକ୍ରାନ୍ତ ଥିଲେ। ତାଙ୍କର ଚିକିତ୍ସା ଚାଲିଥିଲା। ଏହାସହ ତାଙ୍କର ରକ୍ତ ଚାପ ଥିଲା।

ଅମ୍ବାଲାଲଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କ ପରିବାରକୁ ସାହାଯ୍ୟ ଓ ସହଯୋଗ କରାଯାଇଛି। 
 
telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story