ଅଣସର ଘରେ ଶ୍ରୀଜିଉ, ଅଲାରନାଥଙ୍କ ପାଖରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

Alarnath temple PhotoOR

ଅଲାରନାଥ ପୀଠରେ ପୂଜାଅର୍ଚ୍ଚନା ଚାଲିଛି

Tapaswini Nayak
  • Published: Monday, 05 June 2023
  • Updated: 05 June 2023, 08:22 AM IST

Sports

Latest News

୧୦୮ ଗରା ଜଳରେ ସ୍ନାନ ପରେ ଜ୍ୱରରେ କମ୍ପୁଛନ୍ତି ଶ୍ରୀଜିଉ। ସୁସ୍ଥ ହେବା ପାଇଁ ଚାଲିଛି ଗୁପ୍ତ ଉପଚାର। ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହୋଇଛି ଅଣସର ନୀତି। ପୂଜା ପାଉଛନ୍ତି ପଟି ଦିଅଁ। ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ଥିବାରୁ ଦର୍ଶନ ପାଇଁ ବ୍ରହ୍ମଗିରି ସ୍ଥିତ ଶ୍ରୀ ଅଲାରନାଥ ପୀଠରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼।

ଆଜିଠୁ ଅଲାରନାଥ ପୀଠରେ ଅଣସର ଦର୍ଶନ ଆରମ୍ଭ ହୋଇଛି। ପରମ୍ପରା ଅନୁଯାୟୀ ରାତି ପ୍ରାୟ ସାଢ଼େ ତିନିଟାରୁ ଦ୍ୱାର ଖୋଲାଯାଇ ମଙ୍ଗଳ ଆଳତି, ତଡ଼ପ ଲାଗି, ଅବକାଶ ବେଶ କରାଯାଇଛି। ସକାଳ ପ୍ରାୟ ସାଢ଼େ ପାଞ୍ଚଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି। ଅଲାରନାଥଙ୍କ ପାଖରେ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି।

Also Read

ନୀର୍ଦ୍ଧାରିତ ସମୟରେ ଚାଲିଛି ନୀତିକାନ୍ତି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟାରିକେଡ୍ କରାଯିବା ସହ ୬ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଅଣସର ସମୟରେ ଶ୍ରୀ ଅଲାରନାଥଙ୍କ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story