ସିଏମ୍ ଚେହେରାକୁ ନେଇ ତୁତୁ ମେମେ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟକୁ ନେଇ ସରଗରମ ବିଜେପି ରାଜନୀତି।

Manoj Swain
  • Published: Monday, 25 September 2023
  • Updated: 25 September 2023, 11:09 AM IST

Sports

Latest News

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟକୁ ନେଇ ସରଗରମ ବିଜେପି ରାଜନୀତି। ୨୦୨୪ ନିର୍ବାଚନରେ ବିନା ମୁଖ୍ୟମନ୍ତ୍ରୀ ଚେହେରାରେ ଦଳ ଓଡ଼ିଶାରେ ନିର୍ବାଚନ ଲଢ଼ିବ ଏବଂ ଜିତିବ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ଧର୍ମେନ୍ଦ୍ର। ଆଉ ଏହାକୁ ନେଇ ଆରମ୍ଭ ହୋଇଛି ବୟାନବାଜି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos