ପଶ୍ଚିମ ଓଡ଼ିଶାର ଟାଣୁଆ ନେତା ନବ କିଶୋର ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ଚାର୍ଜସିଟ୍କୁ ନେଇ ବରଗଡ଼ ସାଂସଦ ସୁରେଶ ପୂଜାରୀଙ୍କ ବଡ଼ ବୟାନ । ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ ପୂଜାରୀ କହିଛନ୍ତି, ନବଙ୍କୁ ଭେଦ କରିଥିବା ଗୁଳି ଏ ଯାଏଁ ମିଳିନି, ଏଥିରୁ ଜଣାପଡ଼ୁଛି ତଥ୍ୟ ସଂଗ୍ରହରେ କ୍ରାଇମବ୍ରାଞ୍ଚ ବିଫଳ ହୋଇଛି, ତଦନ୍ତ ଆରମ୍ଭରୁ ବାଟବଣା ହୋଇଛି, ଆଜି ପର୍ଯ୍ୟନ୍ତ ହତ୍ୟାର ଉଦ୍ଦେଶ୍ୟ ଜଣାପଡୁନି, ହତ୍ୟା କାଣ୍ଡ ସଂପର୍କରେ ଯାହା କୁହାଯାଇଛି ତାହା ପର୍ଯ୍ୟାପ୍ତ ନୁହେଁ ବୋଲି ଶ୍ରୀ ପୂଜାରୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶପଥ ଗ୍ରହଣ ପରେ ବିଭାଗ ବଣ୍ଟନରେ ସସପେନ୍ସ; ଅଡ଼ୁଆରେ ବିଜେପି
ମହାରାଷ୍ଟ୍ରରେ ଏନଡିଏ ସରକାର ପାଇଁ ଏବେ ବି ମୁଣ୍ଡବିନ୍ଧାର କାରଣ ପାଲଟିଛନ୍ତି ସହଯୋଗୀ ଏନସିପି ଓ ଶିବସେନା। ବଡ଼ ବଡ଼ ବିଭାଗ ଦାବିରେ ଅଜିତ-ଏକନାଥ।
Politics
ଅଦାନୀଙ୍କ ପୁଅଙ୍କ ପ୍ରି-ୱେଡିଂ ଉତ୍ସବରେ ପାଣ୍ଡିଆନ, ବିଜେଡିରେ ଅସନ୍ତୋଷ
କେବଳ ଭୋଜିରେ ସାମିଲ ହୋଇନାହାନ୍ତି ବରଂ ଗୌତମ ଅଦାନୀଙ୍କ ବ୍ୟକ୍ତିଗତ ଅଫିସିଆଲଙ୍କ ସହ ପାଣ୍ଡିଆନ କୌଣସି ପ୍ରସଙ୍ଗରେ ଆଲୋଚନା କରିଥିବା ନିର୍ଭରଯୋଗ୍ୟ ସୂତ୍ରରୁ ସୂଚନା ମିଳିଛି ।
Politics
୧୬ଟି କାର୍ଯ୍ୟଦିବସ ଥାଇ ବିଧାନସଭା ମୁଲତବୀ, ଝୁଲିଲା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍
ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ-୨୦୨୪କୁ ଗୃହରେ ସରକାର ଗୃହରେ ଆଗତ କରିଥିଲେ ମଧ୍ୟ ଏହା ଉପରେ ଆଲୋଚନା କରିନାହାନ୍ତି । ବିଜେଡି ବିଧାୟକମାନଙ୍କ ବିରୋଧ ଓ ଅନ୍ୟ କେତେକ କାରଣରୁ ସରକାର ଏହି ବିଲକୁ ଚଳିତ ଅଧିବେଶନରେ ପାରିତ କରାଇବାକୁ ଆଗ୍ରହ ଦେଖାଇନଥିବା ଜଣାପଡ଼ିଛି ।
Politics
ମହାରାଷ୍ଟ୍ରରେ EVM ବିରୋଧରେ ସଂକଳ୍ପ ପାରିତ କରୁଛନ୍ତି ଗ୍ରାମ କମିଟି
ଇଭିଏମ୍ ବିରୋଧରେ ସୁପ୍ରିମକୋର୍ଟ ଯିବାକୁ ସଜବାଜ ହେଉଛି 'ଇଣ୍ଡିଆ' ମେଣ୍ଟ। ଏପଟେ ମହାରାଷ୍ଟ୍ରରେ ବିଭିନ୍ନ ଗ୍ରାମ କମିଟିଗୁଡିକ ଇଭିଏମ୍ ବିରୋଧରେ ସଂକଳ୍ପ ପାରିତ କରୁଛନ୍ତି।