କାର୍ତ୍ତିକ ପୂର୍ଣ୍ଣିମାରେ ବିଜେଡିରେ ଯୋଗଦେଲେ କାର୍ତ୍ତିକ

ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କୁ ବିଧିବଦ୍ଧ ଭାବେ ଦଳରେ ସ୍ୱାଗତ କରିଛନ୍ତି । ବିଜେଡିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ଏହି ମିଶ୍ରଣ ହୋଇଛି । 

Manoj Swain
  • Published: Monday, 27 November 2023
  • Updated: 27 November 2023, 04:07 PM IST

Sports

Latest News

ଅବସରପ୍ରାପ୍ତ ଆଇଏଏସ୍ ଭି.କେ ପାଣ୍ଡିଆନ ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ସେ ଆଜି ନବୀନ ନିବାସରେ ବିଜେଡିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। ତେବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କୁ ବିଧିବଦ୍ଧ ଭାବେ ଦଳରେ ସ୍ୱାଗତ କରିଛନ୍ତି । ବିଜେଡିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ଏହି ମିଶ୍ରଣ ହୋଇଛି ।  

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos