ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ଅଦ୍ରିଜା ମଞ୍ଜରୀ ସିଂହଦେଓ

ଅଦ୍ରିଜା କହିଛନ୍ତି, ନବୀନ ବାବୁ ମହିଳାଙ୍କ ଉନ୍ନତି ପାଇଁ କାମ କରୁଥିବା କହୁଛନ୍ତି। ମୋ ଉପରେ ଅତ୍ୟାଚାର କଥା ଜାଣି କିଭଳି ସେ ପରିବାରର ଜଣଙ୍କୁ ଟିକେଟ ଦେଲେ ବୋଲି କ୍ଷୋଭ ପ୍ରକାଶ କରିଛନ୍ତି।

Manoj Swain
  • Published: Friday, 10 May 2024
  • Updated: 10 May 2024, 11:27 AM IST

ନିର୍ବାଚନ ସମୟରେ ରୋଚକ ହେଉଛି ବଲାଙ୍ଗିର ରାଜ ପରିବାର କଳି। ବିଜେଡି ନେତା ଅନଙ୍ଗ ଉଦୟସିଂହଦେଓଙ୍କ ବୋହୂ ତଥା ଅର୍କେଶ ସିଂଦେଓଙ୍କ ପତ୍ନୀ ଅଦ୍ରିଜା ମଞ୍ଜରୀ ସିଂହଦେଓ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି। ଆଉ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ଦେଢ଼ଶୁର କଳିକେଶ ନାରାୟଣ ସିଂହଦେଓଙ୍କୁ ଭୋଟ୍‌ ନଦେବା ପାଇଁ ବଲାଙ୍ଗିରବାସୀଙ୍କୁ ଅପିଲ୍‌ କରିଛନ୍ତି। ସେ କହିଛନ୍ତି, ନବୀନ ବାବୁ ମହିଳାଙ୍କ ଉନ୍ନତି ପାଇଁ କାମ କରୁଥିବା କହୁଛନ୍ତି। ମୋ ଉପରେ ଅତ୍ୟାଚାର କଥା ଜାଣି କିଭଳି ସେ ପରିବାରର ଜଣଙ୍କୁ ଟିକେଟ ଦେଲେ ବୋଲି କ୍ଷୋଭ ପ୍ରକାଶ କରିଛନ୍ତି। ଅଦ୍ରିଜାଙ୍କ ଦେଢ଼ଶୂର କଳିକେଶଙ୍କୁ ବଲାଙ୍ଗିର ବିଧାନସଭାରୁ ପ୍ରାର୍ଥୀ କରିଛି ବିଜେଡି। ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos