ବିଧାୟକ ପଦ ରଦ୍ଦ ଘଟଣା; ଆଇନର ଆଶ୍ରୟ ନେବେ ଅରବିନ୍ଦ ଢ଼ାଲି

କିଛି ଦିନ ପୂର୍ବରୁ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦକୁ ରଦ୍ଦ କରାଯାଇଥିଲା।

Arvind dhali

ଅରବିନ୍ଦ ଢ଼ାଲି

Tapaswini Nayak
  • Published: Saturday, 13 April 2024
  • Updated: 13 April 2024, 08:18 AM IST

Sports

Latest News

ବିଧାୟକ ପଦ ରଦ୍ଦ ଘଟଣାରେ ଆଇନ ଆଶ୍ରୟ ନେବେ ପୂର୍ବତନ ବିଜେଡି ବିଧାୟକ ତଥା ବର୍ତ୍ତମାନର ଜୟଦେବ ବିଧାନସଭା ଆସନର ବିଜେପି ପ୍ରାର୍ଥୀ ଅରବିନ୍ଦ ଢ଼ାଲି। ଭୁବନେଶ୍ୱରରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ଏଭଳି କହିଛନ୍ତି ଅରବିନ୍ଦ।

ସେ କହିଛନ୍ତି, ମୋ ବିରୋଧରେ ଏହା ଏକ ଏକପାଖିଆ ନିଷ୍ପତ୍ତି। ଜାଣିଶୁଣି ମୋ ବିଧାନସଭା ପଦକୁ ରଦ୍ଦ କରାଯାଇଛି। ଯେଉଁମାନେ ବିଜେଡିରୁ ବିଜେପିକୁ ଆସିଛନ୍ତି, ସେମାନଙ୍କର ହିଁ ବିଧାୟକ ପଦ ରଦ୍ଦ କରାଯାଇଛି।ଅନ୍ୟମାନଙ୍କର କାହିଁକି ନୁହଁ ବୋଲି ପ୍ରଶ୍ନ କରିଛନ୍ତି ଅରବିନ୍ଦ?

Also Read

ଅରବିନ୍ଦ କହିଛନ୍ତି, ୫ବର୍ଷ ହେଲା ମୋତେ ଉଦ୍ଦେଶ୍ୟ ମୂଳକ ଭାବେ ମାନସିକ ଯନ୍ତ୍ରଣା ଦିଆଯାଉଥିଲା। ଏବେ ପ୍ରତିଶୋଧ ପରାୟଣ ହୋଇ ମୋ ବିଧାୟକ ପଦ ରଦ୍ଦ କରିଛନ୍ତି। ମୁଁ ଆଇନର ଆଶ୍ରୟ ନେବି।

ତେବେ ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି। କିଛି ଦିନ ପୂର୍ବରୁ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦକୁ ରଦ୍ଦ କରାଯାଇଥିଲା। ଦଳ ବଦଳ ନିୟମ ଅନୁସାରେ ଉଭୟଙ୍କ ବିଧାୟକ ପଦ ରଦ୍ଦ ପାଇଁ ବିଜେଡିର ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି ବାଚସ୍ପତିଙ୍କ ନିକଟରେ ପିଟିସନ ଦାଖଲ କରିଥିଲେ। ଏହି ପିଟିସନ ଗ୍ରହଣ କରି ବାଚସ୍ପତି ପ୍ରମିଳା ମଲ୍ଲିକ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ରଦ୍ଦ କରିଥିଲେ। ବିଧାନସଭା ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story