ମଦ ଦୁର୍ନୀତି ମାମଲାରେ ଦିଲ୍ଲୀର ତିହାର ଜେଲରେ ବନ୍ଦ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଅସୁସ୍ଥ। ଗିରଫ ହେବାର ୧୨ ଦିନ ମଧ୍ୟରେ ତାଙ୍କର ଓଜନ ସାଢ଼େ ୪ କିଲୋ କମିଗଲାଣି। ଏନେଇ ଦିଲ୍ଲୀ କ୍ୟାବିନେଟ୍ ମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ନେତ୍ରୀ ଆତିଶୀ ଏହା କହିଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।